ବସୁଧା ଯୋଜନାର ସଫଳ ରୂପାୟନ ହୋଇପାରୁନି, ପ୍ରକଳ୍ପ ଥାଇ ଲୋକଙ୍କ ଶୋଷ ମେଣ୍ଟୁନି
ଆଗରପଡ଼ା :ଗ୍ରାମାଚଂଳରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ଲାଗି ସରକାର ବସୁଧା ଯୋଜନା କରିଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱ ହୀନତା ଯୋଗୁଁ ଏହାର ସଫଳ ରୂପାୟନ ହୋଇପାରୁନି । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକରେ ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି । ବନ୍ତ ବ୍ଲକର ୨୫ ଟି ପଂଚାୟତର ବିଭିନ୍ନ ଗ୍ରାମରେ ଉକ୍ତ ପ୍ରକଳ୍ପ ନିର୍ମାଣ ହୋଇଛି । ନିର୍ମାଣ ସରିଥିବା ବିଭିନ୍ନ ଗ୍ରାମରେ ଜଳ ଯୋଗାଣ ଆରମ୍ଭରୁ ଆଣ୍ଠେଇ ପଡ଼ିଥିବା ଜଣାପଡ଼ିଛି । ପ୍ରକଳ୍ପ ଥାଇ […]
Read More Text.