ବାୟୁ ପ୍ରଦୂଷଣ ପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରଶାସନର କଟକଣା ଜାରି
ବାରିପଦା: ଗତକିଛି ଦିନ ହେଲା ମୟୂରଭଞ୍ଜରେ ବାୟୁ ପ୍ରଦୂଷଣ ଖୁବ୍ ଦ୍ରୁତ ଗତିରେ ବଢ଼ିଚାଲିଛି । ବାୟୁର ଗୁଣବତ୍ତା(ଏକ୍ୟୁଆଇ) ବିଭିନ୍ନ ପ୍ରଦୁଷକ କାରକର ମାତ୍ରା ବଢ଼ି ଚାଲିଥିବାରୁ ଏବେ ଦେଶର ସର୍ବାଧିକ ପ୍ରଦୂଷିତ ସହର ତାଲିକାରେ ରହିଛି । ଏଣୁ ଜିଲ୍ଲାରେ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକର ନିଷ୍ପତି କ୍ରମେ ଜନସାଧାରଣଙ୍କ ପାଇଁ ବିଭିନ୍ନ […]
Read More Text.