ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ବିଜାପୁରରେ ଟପ ମାଓନେତା ହିଡ଼ମାର ବଙ୍କର ଠାବ
ମାଲକାନଗିରି : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଟପ ମାଓନେତା ହିଡ଼ମାର ବଙ୍କର ଠାବ । ଛତିଶଗଡ଼ର ବିଜାପୁରରେ ଟପ ମାଓନେତା ହିଡ଼ମାର କଂକ୍ରିଟ ଓ ଇଟାରେ ନିର୍ମିତ ବଙ୍କରକୁ ଖୋଜି ବାହାର କରିଛନ୍ତି ସୁରକ୍ଷାବାହିନୀ । ପ୍ରଥମ ଥର ପାଇଁ ଏଭଳି କଂକ୍ରିଟରେ ନିର୍ମିତ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ହିଡ଼ମା ନାଁରେ ଏକ କୋଟି ଟଙ୍କାର ପୁରସ୍କାର ରାଶି ରହିଛି । ଦୁଇମାସ ତଳେ ଟପ୍ ମାଓ ନେତା ହିଡ଼ମାକୁ ବଡ଼ ପଦବୀରୁ […]
Read More Text.