ସୁଦୃଢ ହେବ ଟ୍ରାଫିକ୍ ଓ ସଡକ ସୁରକ୍ଷା, ୨ହଜାର ନୂଆ ଟ୍ରାଫିକ୍ ପଦବୀ ପୂରଣ ପାଇଁ ସରକାରଙ୍କ ମଞ୍ଜୁରୀ
ଭୁବନେଶ୍ୱର : ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି । ରାଜ୍ୟ ସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି […]
Read More Text.