ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ, ମୋଟ ୯୨ ଟି ଅଭିଯୋଗ ର ହେଲା ଶୁଣାଣୀ
ବାରିପଦା : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ଉପଖଣ୍ଡ ଚିକିତ୍ସାଧିକାରୀ ଡାକ୍ତର ରବୀନ୍ଦ୍ର କୁମାର ମାର୍ଣ୍ଣି ଓ ଉପଖଣ୍ଡ ଆରକ୍ଷୀ […]
Read More Text.