ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି। ବୁଧବାର ଶ୍ରୀମନ୍ଦିର ଭିତର କାଠ ନିକଟରେ ବାନ୍ତି ପଡ଼ିଥିବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଭିତର କାଠ ନିକଟରେ ବାନ୍ତି ପଡ଼ିଥିବା ନେଇ ସେବାୟତ ଦେଖିଥିଲେ । ଏହାପରେ ଗାରଦଙ୍କୁ ସୂଚନା ଦିଆଯାଇଥିଲା । ଏହାପରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ମହାସ୍ନାନ କରାଯାଇଛି । ଏହି କାରଣରୁ ପ୍ରାୟ ୧ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି । ସେପଟେ ଆଜି […]
Read More Text.