ଆଇପିଏସ ସ୍ତରରେ ବଡ ଅଦଳ ବଦଳ; ବଦଳିଲେ ଟ୍ବିନ ସିଟିର ଡିସିପି
ଭୁବନେଶ୍ବର: ମାତ୍ର ୫ ମାସର ବ୍ୟବଧାନରେ ରାଜ୍ୟ ସରକାର କଟକ ଓ ଭୁବନେଶ୍ବର ଡିସିପିଙ୍କୁ ବଦଳି କରିଛନ୍ତି। କେବଳ ସେତିକି ନୁହେଁ, ଅତିରିକ୍ତ ସିପିଙ୍କୁ ମଧ୍ୟ ବଦଳି କରାଯାଇଛି। ଏଥିସହିତ ୨୬ଜଣ ଆଇପିଏସ୍ଙ୍କ ପଦବିରେ ପରିବର୍ତ୍ତନ କରିଛନ୍ତି। ଏ ସଂକ୍ରାନ୍ତରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ଅବକାରୀ କମିସନରଙ୍କୁ ବଦଳି କରିଥିଲେ ହେଁ ତାଙ୍କ ସ୍ଥାନରେ କାହାକୁ ଦାୟିତ୍ବ ଦେଇନାହାନ୍ତି। ତଥ୍ୟ ଅନୁସାରେ, ୧୯୮୯ ବ୍ୟାଚ୍ ଆଇପିଏସ୍ ତଥା […]
Read More Text.