ବିଦ୍ୟୁତ୍ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ
ଭୁବନେଶ୍ୱର : ବିଦ୍ୟୁତ୍ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍ ବିଜୁଳି ମାଗଣା ଯୋଗାଇଦେବ ବୋଲି ନିର୍ବାଚନୀ ଘୋଷଣା କରିଥିଲା। ପୁଣି ଥରେ ଭାଜପା ପକ୍ଷରୁ କୁହାଗଲା ‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୋଫତ ବିଜୁଳି ଯୋଜନା’ ମାଧ୍ୟମରେ ଖାଉଟିଙ୍କୁ ବିଜୁଳି ଯୋଗାଇ ଦିଆଯିବ। ୮ ମାସର ଶାସନ ପରେ ବି କ୍ଷମତାସୀନ ଭାଜପା […]
Read More Text.