ଟି-ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଗ୍ୟାଙ୍ଗଷ୍ଟାର – ୧୧ ଚମ୍ପିୟାନ
ବାରିପଦା : ସ୍ଥାନୀୟ ୱାର୍ଡ ନଂ ୧୫ ସ୍ଥିତ ପୂର୍ଣ୍ଣଚନ୍ଦ୍ର ପୁର ପଡିଆରେ ଟି – ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି I ଏହି ଟୁର୍ଣ୍ଣାମେଣ୍ଟରେ ୪ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଫାଇନାଲ ମ୍ୟାଚରେ ଗ୍ୟାଙ୍ଗଷ୍ଟାର – ୧୧, ୩ ଉଇକେଟରେ କୁଳିଅଣା ୱରିୟାର୍ସକୁ ପରାସ୍ତ କରି ଚମ୍ପିୟାନ ହୋଇଛି I ପ୍ରଥମେ ବ୍ୟାଟିଂ କରି କୁଳିଅଣା ୱରିୟାର୍ସ ୧୦ ଓଭରରେ ୭ ଉଇକେଟ ହରାଇ ୧୦୫ ରନ ସଂଗ୍ରହ କରିଥିଲେ I ଦଳ […]
Read More Text.