ବାକି ଥିବା ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗତ ମାର୍ଚ୍ଚ ମାସରେ ଭୁବନେଶ୍ବର ସହରାଞ୍ଚଳ ଜିଲ୍ଲା ପୋଲିସ ପକ୍ଷରୁ ମୋଟ ୧୩୦୦ ଟି ମାମଲାର ତଦନ୍ତ ସମ୍ପୂର୍ଣ କରି ତଦନ୍ତକାରୀ ଅଫିସରମାନେ ନ୍ୟାୟାଳୟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛନ୍ତି । ଭୁବନେଶ୍ବର ସହରାଞ୍ଚଳର ବିଭିନ୍ନ ଥାନାରେ ପ୍ରାୟ ଦଶ ହଜାରରୁ ଉର୍ଦ୍ଧ୍ବ ମାମଲାର ବାକି ରହିଥିବା ତଦନ୍ତ ପ୍ରକ୍ରିୟାକୁ ତ୍ବରାନ୍ବିତ କରି, ପ୍ରତି ମାସରେ ପଞ୍ଜୀକୃତ ହେଉଥିବା ପ୍ରାୟ ୧୨୦୦ ରୁ ଉର୍ଦ୍ଧ୍ବ ମାମଲା ଠାରୁ ଅଧିକ ମାମଲା ର ତଦନ୍ତ ପକ୍ରିୟା ସାରିବା […]

Read More Text.

ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ନାଉଗାଁ ଅଞ୍ଚଳରେ ଅଭାବନୀୟ ଘଟଣା । ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ । ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ପଛପଟ ଥିବା ଅଙ୍ଗନବାଡ଼ି କେନ୍ଦ୍ର ପାଖରେ ପିଇଲେ ବିଷ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଉଭୟ ଛାତ୍ରଛାତ୍ରୀ ଯୁକ୍ତ ୩ର ପ୍ରଥମ ବର୍ଷର ବୋଲି ଜଣାପଡ଼ିଛି । ଗୁରୁତର ଛାତ୍ରୀ ଜଣଙ୍କ ନାଉଗାଁ କଲେଜର ହୋଇଥିବା […]

Read More Text.

ମା’ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ସମ୍ପର୍କରେରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ଶକ୍ତିପୀଠ ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା […]

Read More Text.

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରି ସମୁଦ୍ରରେ ଦୁର୍ବଳ ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞା‌ନ କେନ୍ଦ୍ର ଏହିଭଳି ପୂର୍ବାନୁମାନ କରିଛି। ସେହିପରି ପାଣିପାଗ ବିଭାଗ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ […]

Read More Text.

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍‌ପତି ଶ୍ରୀ ଜେନାଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଇଲେକ୍‌ଟ୍ରିସିଟି ଆକ୍ଟ-୨୦୦୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ […]

Read More Text.

ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଦିବସ

ଆଗରପଡ଼ା :ସ୍ଥାନୀୟ ଶୋଭନୀୟ ଶିକ୍ଷାଶ୍ରମରେ ୬୩ତମ ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଦିବସ ଓ ୭୮ତମ ପୂଜ୍ୟଶ୍ରୀ କୁମାରଭାଇଙ୍କ ଜନ୍ମଜୟନ୍ତୀ ଦିବସ ବ୍ୟାପୀ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ସଭାରେ ସରପଞ୍ଚଚ ପ୍ରକାଶ ବିଶ୍ୱାଳ,ବିଜେପି ଡ.ମହତାବ ମଣ୍ଡଳ ସଭାପତି ଅମୂଲ୍ୟରତ୍ନ ନନ୍ଦ, ଶିକ୍ଷାବିତ୍ ପ୍ରୀତିଶକାନ୍ତ ଶତପଥୀ,ଭାରତ ବିକାଶ ସମିତି ଜିଲ୍ଲା ସଂପାଦକ ପ୍ରଦୀପ ପୁହାଣ,ଶିକ୍ଷାବିତ୍ ମହେନ୍ଦ୍ର ନାୟକ ପ୍ରମୁଖ ଅତିଥିଭାବେ ଯୋଗଦେଇ କୁମାରଭାଇଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବାକୁ ପରାମର୍ଶ ଦେଇଥିଲେ । ପ୍ରାକ୍ତନ ସରପଞ୍ଚଚ ରବିନ୍ଦ୍ର ପଣ୍ଡାଙ୍କ […]

Read More Text.

ଗ୍ରାମ ପଂଚାୟତ ପିଅନ କର୍ମଚାରୀଙ୍କ ସ୍ଥାୟୀ ନିଯୁକ୍ତି ଦାବି

ଆଗରପଡ଼ା :ବନ୍ତ ବ୍ଳକର ୨୫ଗୋଟି ପଂଚାୟତର ବିଭିନ୍ନ ଗ୍ରାମ ପଂଚାୟତରେ କାର୍ଯ୍ୟରତ ପିଅନମାନଙ୍କ ଏକ ବୈଠକ ବନ୍ତ ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପିଅନ କର୍ମଚାରୀ ସଂଘର ସଭାପତି ବାଦଲ ପେଡ଼ିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂପାଦକ ଶରତ ଚନ୍ଦ୍ର ଯେନା,ଉପଦେଷ୍ଟା ହରେକୃଷ୍ଣ ଜେନାଙ୍କ ସମେତ ବିଷ୍ଣୁପଦ ବେହେରା,କାଳନ୍ଦୀ ବଳ,ମନୋଜ ଯେନା,ରାଇମୋହନ ମାଝି,ରବିନ୍ଦ୍ର ବେହେରା,ରେଣୁବାଳା ଯେନା,ନୃସିଂହ ମଲ୍ଲିକ ପ୍ରମୁଖ ପ୍ରମୁଖ ଉପସ୍ଥିତ ରହି ସର୍ବନିମ୍ନ ମଜୁରୀ ହିସାବରେ ବେତନ ଦାବି ଯଦି ସରକାର ପୁରଣ […]

Read More Text.

ଜିଲ୍ଲାସ୍ତରୀୟ ଡକ୍ଟର ବି.ଆର.ଆମ୍ବେଦକର ଜୟନ୍ତୀ, ୨୦୨୫ ପାଳନ ଉପଲକ୍ଷେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ନିର୍ଦେଶକ୍ରମେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ , ବାରିପଦା ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଡ଼କ୍ଟର ବି.ଆର.ଆମ୍ବେଦକର ଜୟନ୍ତୀ, ୨୦୨୫ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତା ବାରିପଦାସ୍ଥିତ ଲେଡି ହାମିଲଟନ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଅଛି l ଜିଲ୍ଲାର ବିଭିନ୍ନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହାବିଦ୍ୟାଳୟ,ଓଡିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଏଥିରେ […]

Read More Text.

ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଦିବସ ଅନୁଷ୍ଠିତ

ବାରିପଦା :  ୧ ଏପ୍ରିଲ ରୁ ୧୪ ଏପ୍ରିଲ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତ କେନ୍ଦ୍ରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ ରକ୍ତ ଦାନ ଶିବିର କୁ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଆଜିର ଦିବସରେ ଆସିଥିବା ଛାତ୍ର ଛାତ୍ରୀ ଓ ଅନ୍ୟାନ୍ୟ ସ୍ଵେଛାକୃତ ରକ୍ତଦାତାମାନଙ୍କୁ ସେମାନଙ୍କର ଏହି ମହତ କାର୍ଯ୍ୟ ପାଇଁ ପ୍ରସଂଶା କରିବା ସହ […]

Read More Text.

ତିରିଂ ଅଂଚଳରେ ଝାଡ଼ଖଣ୍ଡ ବାଲୁ ମାଫିଆଙ୍କ ରାଜ; ୨ ହାଇଭା ଗାଡି ଜବତ ସହ ୩ ଅଟକ

ବାରିପଦା –   ମୟୁରଭଞ୍ଜ ଜିଲ୍ଲା ସିମାନ୍ତ ତିରିଂ ଅଂଚଳରେ ଝାଡଖଣ୍ଡି ବାଲୁ ମାଫିଆଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢି ଚାଲିଛି ।ଵହଳଦା ଏବଂ ତିରିଂ ଅଂଚଳରୁ ବାଲୁ ଚାଲାଣ ହେଉଛି ପଡୋଶୀ ଝାଡଖଣ୍ଡ ରାଜ୍ୟକୁ । ଥାନାକୁ ଏବଂ ଗାଡ଼ି ଅଟକାଇଲେ ଦୁବୃର୍ତ୍ତ ଙ୍କ ପାଖରୁ ଧମକ ମିଳୁଛି ।ଵହଳଦା ଓ ତିରିଂ ଅଂଚଳର କିଛି ଯୁବକଙ୍କୁ ମୋଟା ଅଙ୍କର ଅର୍ଥ ଦେଇ ଗ୍ରାମବାସୀ ଓ ପ୍ରଶାସନ କୁ ହାତ କରି ବାଲୁ ଚାଲାଣ କରୁଛି ।ସବୁ […]

Read More Text.