ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ସପ୍ତାହ ଶେଷ ଆଡ଼କୁ ବଙ୍ଗୋପସାଗରରେ ଲଘୁଚାପ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ମଧ୍ୟ […]
Read More Text.