ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି
ଭୁବନେଶ୍ୱର : ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଇଛନ୍ତି ସରକାର । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ ଗୋଟିଏ ରାତି ବିତାଇବେ। ଜିଲ୍ଲା ଗସ୍ତ ବେଳେ ସଚିବମାନେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଅନ୍ତ୍ୟୋଦୟ ଗୃହ ଯୋଜନା, ପାନୀୟ ଜଳ ଯୋଗାଣ, ସେତୁବନ୍ଧ ଯୋଜନା, ପଞ୍ଚସଖା […]
Read More Text.