ପାରମ୍ପରିକ ହସ୍ତତନ୍ତ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର କର୍ମଚାରୀ
ଭୁବନେଶ୍ବର: ଓଡ଼ିଆ ପକ୍ଷ ଅବସରରେ ଗୁରୁବାର ଦିନ ‘ଆମ ପୋଷାକ ଆମ ପରିଚୟ’ ଦିବସ ଭାବେ ପାଳନ କରାଯାଉଥିବା ବେଳେ ଏହାର ଅନୁପାଳନ ପୂର୍ବକ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୦୧ ରୁ ଏପ୍ରିଲ ୧୪ ପର୍ଯ୍ୟନ୍ତ ଓଡ଼ିଆ ଅସ୍ମିତାର ଉତ୍ସବ ‘ଓଡ଼ିଆ ପକ୍ଷ-୨୦୨୫’ ପାଳନ ପାଇଁ ସ୍ଥିର କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରାର […]
Read More Text.