୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର, ଏଫସିଆଇ ନେବ ୪୬ ଲକ୍ଷ

ଭୁବନେଶ୍ବର: ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର । ରାଜ୍ୟରେ ଧାନ କିଣା ନେଇ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ ମେଟ୍ରିକ୍ ଧାନ ଅଧିକା କିଣାହୋଇଛି । ପ୍ରତ୍ୟେକ ବର୍ଷ ୧୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଏଫସିଏ ନିଏ । ହେଲେ ଏଥର ଅଧିକ ୨୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ନେବାକୁ ରାଜି […]

Read More Text.

ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅର୍ଗାନିକ୍ ବା ଜୈବିକ ଚାଷ ପାଇଁ କ’ଣ ପାଇଁ ବ୍ୟବହାର କରାଯାଉଛି ବୋଲି ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ କ୍ୟାନସର୍‌‌ ରୋଗୀଙ୍କ ସଂଖ୍ୟା […]

Read More Text.

ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ

ବଲାଙ୍ଗିର: ପାରିବାରିକ କଳହର କରୁଣ ପରିଣତି। ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ। ଏଠାରେ ସ୍ୱାମୀ ସାଜିଲା ସଇତାନ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ। ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନା ମୁତାବକ, ମଙ୍ଗଳବାର ବିଳମ୍ୱିତ ରାତିରେ ଖାଇସାରି ସ୍ତ୍ରୀ ଶୋଇବାକୁ ଯାଇଥିଲେ। ଏହି ସମୟରେ ଏକ ଟାଙ୍ଗିଆ ଆଣି […]

Read More Text.

ପାତ୍ର ପଡ଼ାରେ ବୁଲିଲା ଖଣ୍ଡା, ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର : ପୁଣି ରାଜଧାନୀରେ ବୁଲିଲା ଖଣ୍ଡା ।  ପାତ୍ରପଡ଼ାରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ।  ଚାରି ଛକ ନିକଟରେ ୨ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ।  ଗୁରୁତର ଦୁଇ ଯୁବକ ଏମ୍ସରେ ଭର୍ତ୍ତି ହୋଇଛନ୍ତି ।  ପୂର୍ବ ଶତ୍ରୁତାରୁ ହଣାକଟା ହୋଇଥିବା ସୂଚନା ମିଳିଛି । ଖବର ପାଇ ଖଣ୍ଡଗିରି ପୋଲିସ ଘଟଣାସ୍ଥଳ ପରିଦର୍ଶନ ସହ ଛାନଭିନ କରିଛି ।  କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ […]

Read More Text.

ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି, ୫ଟି ପର୍ଯ୍ୟାୟରେ ହେବ ଚୟନ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଆରମ୍ଭ ହୋଇଛି। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ। ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରର ସୁରକ୍ଷା ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସରକାର ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ (SSMSV) ସୃଷ୍ଟି କରିଛନ୍ତି। ଏଥିପାଇଁ ଗୃହ ବିଭାଗ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିରେ […]

Read More Text.

ଯୁବକଙ୍କୁ ପିଟିପିଟି ହତ୍ୟା ,ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମଗିରି : ଯୁବକଙ୍କୁ ପିଟିପିଟି ହତ୍ୟା । ହତ୍ୟା ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ତିଆରପାରି ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକ ହେଲେ ନକୁଳ ସାମଲ । ନକୁଳଙ୍କର ସେହି ଗାଁର ଅନ୍ୟ ଏକ ପରିବାର ସହ ଝଗଡା ହୋଇଥିଲା । ଏହାକୁ କେନ୍ଦ୍ର କରି ନକୁଳଙ୍କୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର । ହତ୍ୟା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ଅଭିଯୁକ୍ତକୁ ଗିରଫ […]

Read More Text.

ବାରିପଦା ଠାରେ ଜିଲ୍ଲା ସ୍ତରୀୟ ୯୦ତମ ଓଡିଶା ଦିବସ -୨୦୨୫ ମହାସମାରୋହ ପାଳିତ

ବାରିପଦା: ଆଜି ମୟୁରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲା ପ୍ରଶାସନ ତରଫରୁ  ୯୦ତମ ଓଡିଶା ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି ପବିତ୍ର ଦିବସ ପାଳନ ଅବସରରେ ପ୍ରତ୍ୟୁଷ ଘ.୦୪-୩୦ ମିନିଟ ସମୟରେ ବାରିପଦା ଜିଲ୍ଲା ସୂଚନା ଓ ଲୋକ କାର୍ଯ୍ୟାଳୟ ତରଫରୁ ବାରିପଦା ସହରାଞ୍ଚଳରେ ଡାକବାଜି ଯନ୍ତ୍ର ଯୋଗେ ଦେଶାତ୍ମବୋଧ ସଂଗୀତ ବାଦନ କରାଯାଇଥିଲା. ପ୍ରାତଃ ୦୮ ଘଟିକା ସମୟରେ ସହରରେ ଅବସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ସାମୁହିକ ମାଲ୍ୟାର୍ପଣ […]

Read More Text.

୫ ମ ବାର୍ଷିକ ଦୁଇ ଦୀବସୀୟ  ଜାତୀୟ ହୋ ଗାଲାଙ୍ଗ ଜୁମୁର୍  ମହାସମାରୋହରେ ଅନୁଷ୍ଠିତ 

ଆଦିବାସୀମାନଙ୍କୁ ଧର୍ମ ସଙ୍କଟରୁ ମୁକ୍ତି କରିବା- ପ୍ରାକ୍ତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚାମ୍ପାଇ ସୋରେନ ପ୍ରକୃତି ସହିତ ଆଦିବାସୀଙ୍କର ପରମ୍ପରା ଜଡ଼ିତ – ଜଙ୍ଗଲ  ଓ ଶ୍ରମ ମନ୍ତ୍ରୀ ଇଂଗଣେଶ ରାମ ସିଂ ଖୁଣ୍ଟିଆ ଗଣେଶରାମ   ବାରିପଦା-   ହୋ ସମାଜ ସମଗ୍ର ଭାରତରେ ୧ କୋଟିରୁ ଉର୍ଦ୍ଧ୍ବ ବସବାସ କରୁଥିବା ବେଳେ ଓଡ଼ିଶାରେ ୩୦ ଲକ୍ଷ ହୋ ସମାଜର ଲୋକେ ମୁଖ୍ୟତଃ ମୟୂରଭଞ୍ଜ,କେନ୍ଦୁଝର,ସୁନ୍ଦରଗଡ଼ ,ଯାଜପୁର ଜିଲ୍ଲାରେ ବସବାସ କରୁଛନ୍ତି ।ହୋ ସମାଜର ସ୍ବତନ୍ତ୍ର ଭାଷା,ଲିପି, ସଂସ୍କୃତି,ପରମ୍ପରା  ଅଛି  ଏହି […]

Read More Text.

 ମନ୍ଦିରରେ କଳା କନା ବୁଲେଇଲେ ଦୁବୃର୍ତ୍ତ 

ବାରିପଦା – ମୟୂରଭଞ୍ଜ ଜିଲ୍ଲାର କୁସୁମି ବ୍ଳକର ଭୁଟୁକାବାଦି ପଞ୍ଚାୟତ  ଅନ୍ତର୍ଗତ ଭୁଲବେଡା ଗ୍ରାମସ୍ଥ ସୁଉଚ୍ଚ ପର୍ବତ ଶିଖରରେ   ବହୁ ପୁରାତନ ରାଜାରୁଜୁଡା ଅମଳରୁ ପୂଜା ପାଇଁ ଆସୁଛନ୍ତି ଜଳେଶ୍ବର ବାବା । ପ୍ରତିବର୍ଷ ଶିବରାତ୍ରିକୁ ବାହାର ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଓଡ଼ିଶାର କୋଣେ ଅନୁକୋଣେ ଏହି ଶିବରାତ୍ରି ଜାଗର ମେଳାରେ ଭକ୍ତ ଓ ମାନସିକ ଧାରୀ ଆସି ପୂଜା କରି ଆସୁଛନ୍ତି । ଏଠାରେ ଯେଉଁ ମାନେ ମାନସିକ କରନ୍ତି  ଜଳେଶ୍ଵର ବାବା ସେମାନଙ୍କ ମନସ୍କାମନା […]

Read More Text.

ଅନ୍ତୋଦୟ ଗୃହ ଯୋଜନା ଶୁଭାରମ୍ଭ ;୨୪୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଵଣ୍ଟନ

ବାରିପଦା – ସମସ୍ତ ଗରିବ,ଗୁରୁବାର, ଅସହାୟ,ଦିଵ୍ଯାଙ୍ଗ,, ରୋଗାକ୍ରାନ୍ତ,ଅଗ୍ନି ପିଡିତା,ବାତ୍ୟା ପିଡିତା,ହାତୀ ଆକ୍ରାନ୍ତ,ବନ୍ୟା କ୍ଷତିଗ୍ରସ୍ତ  ଯୋଗ୍ୟ ବାସିନ୍ଦାଙ୍କୁ  ମୁଣ୍ଡ ଉପରେ ଛାତ ପାଇଁ ଅନ୍ତୋଦୟ ଯୋଜନାରେ ଅଗ୍ରାଧିକାର ଭିତ୍ତିରେ ଗୃହ ମଂଞ୍ଜୁର ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିଶ୍ରୁତି ବଦ୍ଧ । ଓଡ଼ିଶାକୁ ବିକଶିତ କରିବା ପାଇଁ ଡବଲ ଇଞ୍ଜିନ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଛନ୍ତି । ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଳକରେ ଆଭାଷୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଅନ୍ତୋଦୟ ଯୋଜନାରେ […]

Read More Text.