ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’
ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ ଆସି ସ୍କୁଟିକୁ ଧକ୍କା ଦେଉଥିବା ଦେଖିବାକୁ ମିଳିଛି, ଯାହା ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଫେବୃଆରୀ ୧୪ ରାତିରେ, ଏକ ମୋ ବସ୍ ଧକ୍କା […]
Read More Text.