ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ପ୍ରାଣୀବିଜ୍ଞାନ ବିଭାଗରେ ଶିକ୍ଷକ ଅଭିଭାବକ ସାକ୍ଷାତକାର
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗରେ ଶିକ୍ଷକ ଅଭିଭାବକ ସାକ୍ଷାତକାର ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ହେମନ୍ତ କୁମାର ସାହୁ ସଭାପତିତ୍ୱ କରିଥିଲେ । ଏହି ବୈଠକରେ ବିଶ୍ୱବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରସ୍ତାବ ମାନ ଆଗତ ଓ ଗୃହୀତ ହୋଇଥିଲା । ଏହି ବୈଠକରେ ବିଭାଗୀୟ ପ୍ରଫେସର ଡ. […]
Read More Text.