ଦେବ ନାୟାରଣ ପଣ୍ଡା ମୃତ୍ୟୁ ମାମଲା: ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି

କଟକ: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଏନବିଡବ୍ଲୁ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଏସଡିଜେଏମ କୋର୍ଟ ଜାରି କରିଥିଲେ ଏନବିଡବ୍ଲୁ । ବ୍ୟକ୍ତିଗତ ସହାୟକ ଦେବ ପଣ୍ଡା ମୃତ୍ୟୁ ମାମଲାରେ ଜାରି ହୋଇଥିଲା ସମନ । ୨ ଥର ସମନ ସତ୍ତ୍ବେ ମଧ୍ୟ ହାଜର ନ ହେବାରୁ ଏନବିଡବ୍ଲୁ ଜାରି କରିଥିଲେ ଏସଡିଜେଏମ କୋର୍ଟ । ସୂଚନା ଅନୁସାରେ, ଓଡ଼ିଶା କ୍ୟାଡ଼ରର ୨୦୧୨ ବ୍ୟାଚ୍ ଆଇଏଏସ୍ ଅଫିସର […]

Read More Text.

ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ସୁରକ୍ଷାକର୍ମୀଙ୍କ କମ୍ବିଂ ଅପରେସନ୍ ଜାରି

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ହନୁପାଲି ଗାଁ ଜଙ୍ଗଲରେ ଗୁଳିମିନିମୟ । ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ୍ । ସୂଚନା ଅନୁସାରେ ମଙ୍ଗଳବାର ଦିନ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ କାଙ୍କେର ଏବଂ ନାରାୟଣପୁର ଜିଲ୍ଲା ସୀମାନ୍ତରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିଲା । […]

Read More Text.

ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରିରୁ ତୁମୁଳକାଣ୍ଡ, ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଭଦ୍ରକ: ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରି କାରଣରୁ ତୁମୁଳକାଣ୍ଡ । ମହିଳା କନେଷ୍ଟବଳଙ୍କୁ ମଦ୍ୟପ ଯୁବକ ମାଡ଼ ମାରିଥିବା ଅଭିଯୋଗ । ଏହାପରେ ସଂପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମାଡ଼ ଖାଇଥିବା ଯୁବକଙ୍କ ସ୍ତ୍ରୀ। । ଭଦ୍ରକ ଜିଲ୍ଲା ପୋଲିସ ନାଁରେ ଆସିଛି ଏମିତି ଅଭିଯୋଗ । ଭଦ୍ରକ ଟାଉନ ଥାନାରେ ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ ହୋଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ, […]

Read More Text.

୨୬ ତମ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ-୨୫ ଉଦଘାଟିତ

ବାରିପଦା: ଯୁବ ପ୍ରତିଭା ମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ କଳା କୁ ଲୋକଲୋଚନକୁ ଆଣିବାରେ ଦି ଇଉଫୋରିଆ ଅନୁଷ୍ଠାନ ୨୬ ବର୍ଷ ଧରି ତାର ପ୍ରଚେଷ୍ଟାରେ ଲାଗି ରହିଛି।ରାଜ୍ୟସ୍ଥରୀୟ ଆନ୍ତମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଉଫୋରିଆ-୨୦୨୫ ଆଜି ସ୍ଥାନୀୟ ଶହୀଦ ସ୍ମୃତି ଭବନରେ ଅଧ୍ୟକ୍ଷ ଅସିତ କୁମାର ଗିରି ଙ୍କ ପୌରହିତ୍ୟି ରେ ଉଦଘାଟିତ ହୋଇଛି।ଏହି ମହୋତ୍ସବର ଉଦଘାଟନୀ ଉତ୍ସବରେ ଅନୁଷ୍ଠାନର ବରିଷ୍ଠ ଉପଦେଷ୍ଟା ବିଭୁ ପ୍ରସାଦ ଦାସ, ଶାନ୍ତନୁ କୁମାର ସିଂହ, ସୁତନୁ ରୁପ, ଅଭିଜିତ ମହାନ୍ତି […]

Read More Text.

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ଖେଳ – ସୌମ୍ୟ ରଞ୍ଜନଙ୍କ ଶତକ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ଖେଳରେ ଡି ଆର କେ (ଏ) ମୟୁରଭଞ୍ଜ (ଏ) କୁ ୧୯୭ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଡି ଆର କେ (ଏ ) ୩୪.୪ ଓଭରରେ ସମସ୍ତ ଉଇକେଟ ହରାଇ ୩୧୬ ରନ ସଂଗ୍ରହ କରିଥିଲେ I […]

Read More Text.

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

ଭୁବନେଶ୍ୱର : ୱାନ୍ ଟାଇମ୍ ସେଟଲମେଣ୍ଟ (ଓଟିଏସ୍) ବା ଏକକାଳୀନ ପଇଠ ପ୍ରାବଧାନ ସମବାୟ ବ୍ୟାଙ୍କମାନଙ୍କରେ ଲାଗୁ ହେବ। ଏହି ବ୍ୟବସ୍ଥା ଲାଗୁ କରିବାକୁ ସମବାୟ ବିଭାଗ ବିଧିବଦ୍ଧ ଅନୁମୋଦନ ପ୍ରଦାନ କରିଛି। ଏହା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ, ସହରାଞ୍ଚଳ ସମବାୟ ବ୍ୟାଙ୍କ ଏବଂ ପ୍ରାଥମିକ କୃଷି ସମବାୟ ସମିତିରେ କାର୍ଯ୍ୟକାରୀ ହେବ। ଫଳରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷି ସମବାୟ ସମିତିର ମୋଟ ଅନାଦେୟ ଋଣ (ଏନପିଏ) […]

Read More Text.

୨୧ ଫେବ୍ରୁଆରିରୁ ମାଟ୍ରିକ୍ ପରୀକ୍ଷା: ୩,୧୩୩ କେନ୍ଦ୍ରରେ ପରୀକ୍ଷା, ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା

ଭୁବନେଶ୍ବର: ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଫେବ୍ରୁଆରି ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ୩୦ ଜିଲ୍ଲାର ୩,୧୩୩ କେନ୍ଦ୍ରରେ ପରୀକ୍ଷା ହେବ। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ପିଲା ପରୀକ୍ଷା ଦେବେ ବୋଲି ‌ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ ଗଣମାଧ୍ୟମକୁ କହିଛନ୍ତି। ଅନଲାଇନ୍ ଏବଂ ଅଫଲାଇନରେ ପିଲାଙ୍କୁ ଆଡମିଟ୍ କାର୍ଡ ଯୋଗାଇ ଦିଆଯିବ। ଫେବ୍ରୁଆରି ୧୦ରୁ ଅନଲାଇନ୍‌ରେ ଆଡମିଟ୍ କାର୍ଡ ବୋର୍ଡର ୱେବସାଇଟରେ ଉପଲବ୍ଧ ହେବ। ସମସ୍ତ […]

Read More Text.

ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର ଦଳ ଗଞ୍ଜାମ ଜିଲାର ବ୍ରହ୍ମପୁର ଗସ୍ତ କରିଥିଲେ ଏବଂ ବ୍ରହ୍ମପୁର SP ଶ୍ରବଣ ବିବେକ ଏବଂ ଆଇଆଇଟି ମାଡ୍ରାସ ପ୍ରଫେସର ଭେଙ୍କଟେଶ ବାଲ ସୁବ୍ରମଣ୍ୟମଙ୍କ ସହ ସଡ଼କ ସୁରକ୍ଷା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ। […]

Read More Text.

ଶ୍ରେଷ୍ଠ ୫ଟି ରାଜ୍ୟ ଭିତରେ ରହିବା ପାଇଁ ଓଡ଼ିଶାର ଲକ୍ଷ୍ୟ

ଭୁବ‌ନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଷୋଡ଼ଶ ଅର୍ଥ କମିସନ ଡ଼କ୍ଟର ଅରବିନ୍ଦ ପାନଗେରିୟାଙ୍କର ବୈଠକ ହୋଇଛି । ସାକ୍ଷାତ ପରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ଅର୍ଥ କମିସନଙ୍କ ସହିତ ହୋଇଥିବା ବୈଠକରେ ରାଜ୍ୟର ଆର୍ଥିକ ଦିଗ ଉପରେ ବିସ୍ତୃତ ଆଲୋଚନା ହୋଇଛି। କମିସନଙ୍କ ନିକଟରେ ବିକଶିତ ଓଡ଼ିଶା ପାଇଁ ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି । ଅର୍ଥ କମିସନଙ୍କ ନିକଟରେ ହୋଇଥିବା ଦାବି ରାଜ୍ୟ ସରକାରଙ୍କ ୨୦୨୬-୨୦୩୧ […]

Read More Text.

ପ୍ରତିଶ୍ରୁତି ରଖିଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଏହି ସୂଚନା ଦେଇଛନ୍ତି। ଓଡ଼ିଶାର ପ୍ରମୁଖ ଯାନିଯାତ୍ରାକୁ ଅଧିକ ଲୋକପ୍ରିୟ କରିବା ପାଇଁ ପଦକ୍ଷେପ ନିଆଯାଉଛି। ରାଜ୍ୟରେ ଡବଲ ଇଞ୍ଜିନ ସରକାର ଚାଲିବା ପରେ କେନ୍ଦ୍ର ସରକାର ଓଡ଼ିଶା ସଂସ୍କୃତିକୁ ସ୍ବତନ୍ତ୍ର ଗୁରୁତ୍ବ […]

Read More Text.