୨୦୨୫ ପାଇଁ ସାହିତ୍ୟ ଭାରତୀ ସମ୍ମାନ ପାଇବେ ସାହିତ୍ୟିକ ଶୈଳଜ ରବି
ଭୁବନେଶ୍ବର : ଚଳିତ ବର୍ଷର ସମ୍ମାନ ଜନକ ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପୁରସ୍କାର ସ୍ୱରୂପ ୧ ଲକ୍ଷ ଟଙ୍କାର ଉପାୟନ ଓ କୋଣାର୍କ ମନ୍ଦିରର ଏକ ରୌପ୍ୟ ପ୍ରତିରୂପ ପ୍ରଦାନ କରାଯିବ। ସେହିପରି ବିଶିଷ୍ଟ ଡାକ୍ତର ଫାଲଗୁନୀ ରାୟଙ୍କୁ ଗଂଗାଧର ରଥ ସ୍ମାରକୀ ସମ୍ମାନ ପ୍ରଦାନ କରାଯିବ। ବିଶିଷ୍ଟ କବି ସୂର୍ଯ୍ୟ ମିଶ୍ରଙ୍କୁ […]
Read More Text.