୨୦୨୪ ଓଡ଼ିଶା ନିର୍ବାଚନ: ସରକାର ଖର୍ଚ୍ଚ କରିଥିଲେ ୧୧୫ କୋଟି ଟଙ୍କା

ଭୁବନେଶ୍ୱର,୧୭।୩: ୨୦୨୪ ରେ ଓଡ଼ିଶାରେ ଏକକାଳୀନ ଲୋକସଭା ଏବଂ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି ଏବଂ ସାଉଣ୍ଡ ସିଷ୍ଟମ ଭଡା ଏବଂ ତମ୍ବୁ ଏବଂ ବ୍ୟାରିକେଡ୍ ଲଗାଇବା ପାଇଁ ୧୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଏହା ପ୍ରକାଶ କରିଛନ୍ତି। ଗତ ବର୍ଷ ଓଡ଼ିଶାରେ ଯୁଗ୍ମ ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି […]

Read More Text.

ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ବିଶିଷ୍ଟ କବି, ଅବସରପ୍ରାପ୍ତ ପ୍ରଶାସକ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି | ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିବାବେଳେ ଶେଷକୃତ୍ୟରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ | ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଂଗତ ରମାକାନ୍ତ ରଥଙ୍କ ଘରେ ପହଂଚି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ | ଉଲ୍ଲେଖ ଥାଉ କି ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ୯୧ ବର୍ଷ […]

Read More Text.

ରାଜ୍ୟରେ ପ୍ରଶାସନିକ ଅଧିକାରୀଙ୍କ ଘୋର ଅଭାବ: ୬୭ ଆଇଏଏସ୍, ୬୯ ଆଇପିଏସ୍, ୨୫୩ ଓଏଏସ୍ ପଦବୀ ଖାଲି

ଭୁବନେଶ୍ବର: ରାଜ୍ୟରେ ପ୍ରଶାସନିକ ସେବା କ୍ଷେତ୍ରରେ ଅନେକ ପ୍ରମୁଖ ଅମଲାତାନ୍ତ୍ରିକ ପଦବୀ ଖାଲି ପଡ଼ିଥିବାରୁ ଓଡ଼ିଶା ସରକାର ଏକ ଗମ୍ଭୀର ପ୍ରଶାସନିକ ସଙ୍କଟରେ ପଡ଼ିଥିବା ପରି ମନେ ହେଉଛି। ଓଡ଼ିଶା ବିଧାନସଭାରେ ଏହି ଚିନ୍ତାଜନକ ପରିସ୍ଥିତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଦ୍ୱାରା ରାଜ୍ୟରେ ପ୍ରଶାସନିକ ଖାଲି ପଦବୀର ସ୍ଥିତି ସମ୍ପର୍କରେ ଉଠାଯାଇଥିବା ଏକ ପ୍ରଶ୍ନର ଆନୁଷ୍ଠାନିକ ଉତ୍ତର ଦେଇ ଏଭଳି ସୂଚନା ପ୍ରଦାନ କରିଛନ୍ତି। ସରକାରୀ ଅଧିକାରୀଙ୍କ ଅଭାବ ଅନ୍ୟାନ୍ୟ […]

Read More Text.

ଏସ୍‌ସିବିରେ ଯୋଡ଼ାହେଲା କଟା ଗୋଡ଼: ଦୁର୍ଘଟଣାରେ ବାଳିକାଙ୍କ ଗୋଡ଼ ଛିଣ୍ଡିଥିଲା, ଦେବଦୂତ ସାଜିଲେ ଆମ୍ବୁଲାନ୍ସ ଚାଳକ

କଟକ : ଦୁର୍ଘଟଣାରେ ଛିଣ୍ଡିଗଲା ନାବାଳିକାଙ୍କ ଗୋଡ଼। ହେଲେ ଜଣେ ଆମ୍ବୁଲାନ୍ସ ଚାଳକ, ବଡ଼ସାହି ବିଧାୟକ ଓ ଏସ୍‌ସିବି ମେଡିକାଲର ଡାକ୍ତରୀଦଳଙ୍କ ଉଦ୍ୟମରୁ ନାବାଳିକା ଜଣକ ନିଜ ଗୋଡ଼ ହରାଇବାରୁ ବର୍ତ୍ତି ଯାଇଛନ୍ତି। ଡାକ୍ତରଖାନାରେ ସଫଳତାର ସହ ତାଙ୍କ କଟା ଗୋଡ଼କୁ ‌ଯୋଡ଼ି ଦିଆଯାଇଛି। ସୂଚନା ଅନୁଯାୟୀ; ଶୁକ୍ରବାର ଅପରାହ୍‌ଣରେ ବେତନଟୀ ଥାନା ଅଧୀନ ଦାନ୍ତିଆମୁହାଁ-କରଞ୍ଜିଆ ଗାଁର ମମତା ସିଂ (୨୫), ଝିଅ ବୈଷ୍ଣବୀ (୮) ଓ ଭଉଣୀ ତପନୀ ସିଂ (୨୨); ସେହି ଗ୍ରାମର ଜଣେ […]

Read More Text.

ଆଗାମୀ ୨ ଦିନ ପାଇଁ ୬ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପୂର୍ବାନୁମାନ: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପାଇଁ ଓଡ଼ିଶାର ୬ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୬ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ତେଣୁ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ଅନୁଗୁଳ ଏବଂ କଳାହାଣ୍ଡି ଜିଲ୍ଲା ପାଇଁ ନିର୍ଦ୍ଦିଷ୍ଟ ସତର୍କ ସୂଚନା ଜାରି କରାଯାଇଛି। […]

Read More Text.

ରାଜ୍ୟର ୨,୬୦୩ଟି ଗାଁରେ ମୋବାଇଲ ସଂଯୋଗ ନାହିଁ

ଭୁବନେଶ୍ୱର: ଡିଜିଟାଲ୍ ପ୍ରଯୁକ୍ତିର ପ୍ରସାର ସତ୍ତ୍ୱେ, ଓଡ଼ିଶାର ୨,୬୦୩ ଗାଁରେ ମୋବାଇଲ୍ ସଂଯୋଗ ନାହିଁ ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ରାଜ୍ୟର ମୋଟ ୫୧,୧୬୭ ଗ୍ରାମ ମଧ୍ୟରୁ ୨,୬୦୩ଟି ଗ୍ରାମକୁ ମୋବାଇଲ ସଂଯୋଗ ନାହିଁ ବୋଲି ମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶା ସରକାରଙ୍କ ସମନ୍ୱୟରେ […]

Read More Text.

ପୁଲିସ ଷ୍ଟେସନରେ ୮ ମାସରେ ୧.୩୫ ଲକ୍ଷ ମାମଲା ରୁଜୁ: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଗତ ଆଠ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଗୃହ ବିଭାଗ ଦାୟିତ୍ବରେଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରାୟତଃ ନିୟନ୍ତ୍ରଣରେ ରହିଛି। ସରକାର ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ […]

Read More Text.

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳର ନେତାଙ୍କ ଶୋକପ୍ରକାଶ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ […]

Read More Text.

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି ।

Read More Text.

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି | ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିବାବେଳେ ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ହୋଇଥିଲେ | ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା […]

Read More Text.