ରାଜ୍ୟରେ କାହାର ହଠାତ୍ କଟାଯିବନି ରାସନ କାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ କାହାର ହଠାତ୍ କଟାଯିବନି ରାସନ କାର୍ଡ । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ୩୦ ଲକ୍ଷ ୭୩୪ ଲୋକ e-KYCକରିନାହାନ୍ତି । ୩୧ ମାର୍ଚ୍ଚ ପରେ ଜଣାପଡ଼ିବ କେତେ ଲୋକ e-KYC କରିନାହାନ୍ତି ।  ମାର୍ଚ୍ଚ ପରେ ଫିଲ୍ଡ ଭିଜିଟ୍ କରି ଯାଞ୍ଚ କରାଯିବ । ୬ ଲକ୍ଷ ୩୫ହଜାର ପୋର୍ଟାଲ ଜରିଆରେ ପୂର୍ବରୁ ଆବେଦନ କରିଛନ୍ତି  ।  ଏବେ ସେମାନଙ୍କ ସର୍ଭେ […]

Read More Text.

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୦ ବର୍ଷ ବୟସରେ ରମାକାନ୍ତ ରଥ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ଭୋରୁ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ପରଲୋକ ଘଟିଛି ।୨୦୦୬ରେ ରମାକାନ୍ତ ରଥଙ୍କୁ ଭାରତ ସରକାର ପଦ୍ମ ଭୂଷଣରେ ସମ୍ମାନିତ କରିଥିଲେ। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ପରିଚିତ ଥିଲେ । ଏହାଛଡ଼ା ସେ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ, କେନ୍ଦ୍ର […]

Read More Text.

‘ଧର୍ମପଦ’ ଉପାଖ୍ୟାନ ଦେଇ ଦଳୀୟ ନେତାଙ୍କୁ ଟାର୍ଗେଟ କଲେ ଅଶୋକ

ଭୁବନେଶ୍ଵର: ୨୪ ବର୍ଷ ଧରି ଚୁପ୍ ରହିଥିବା ନେତା ଏବେ ଦଳର ପରାହତ ପରେ ଧିରେ ଥିରେ ନିଜର ଅସନ୍ତୋଷ ପ୍ରକାଶ କରୁଛନ୍ତି। ରାଜା ଚକ୍ର ମାମଲାରେ ଘସିପୁରା ବିଜେଡି ବିଧାୟକ ବଦ୍ରିଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତିରେ ଏବେ ବି ଚର୍ଚ୍ଚା ଥମିନଥିବା ବେଳେ ଆଜି ହୋଲିରେ ପୁଣି ମୁହଁ ଖୋଲି ବିଜେଡି ପାଇଁ ଅଡୁଆ ସୃଷ୍ଟି କରିଛନ୍ତି ଆଉ ଜଣେ ବରିଷ୍ଠ ବିଜେଡି ନେତା । ହୋଲିରେ ବରିଷ୍ଠ ବିଜେଡି ନେତା ଅଶୋକ ପଣ୍ଡାଙ୍କ […]

Read More Text.

ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ

ଭୁବନେଶ୍ଵର: ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି । ହତ୍ୟା କାଣ୍ଡର କାରଣ ଜଣାପଡିନଥିବା ବେଳେ ଉଭୟ ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗୋଟେ ପଟେ ହୋଲି ସେଲିବ୍ରେସନ ଚାଲିଥିବା ବେଳେ ସେପଟେ ରାଜଧାନୀ ଭୁବନେଶ୍ଵରରେ ଗଡିଛି ଦୁଇ ଦୁଇଟି ମୁଣ୍ଡ । ମଞ୍ଚେଶ୍ଵର ସମେଇଗାଡିଆରେ […]

Read More Text.

୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

କନ୍ଧମାଳ: ମାତିଛନ୍ତି ଗଞ୍ଜେଇ ମାଫିଆ। ୭୩ କେଜି ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ ଦେଖି ଖସି ପଳାଇଥିଲେ। କ.ନୂଆଗାଁ ଥାନା ଅଧିକାରୀ ଅଶୋକ ହାଁସଦା ଙ୍କ ନେତୃତ୍ୱରେ ଏକ ଟିମ ସଅବାଲି ଜଙ୍ଗଲରେ ଚଢ଼ାଉ କରିଥିଲା। ଏହି ଚଢାଉ ବେଳେ ଘଟଣାସ୍ଥଳରୁ […]

Read More Text.

ରଙ୍ଗ ନୁହେଁ ୨୫ ବର୍ଷ ହେଲା ଫୁଲରେ ଚାଲିଛି ହୋଲି ସେଲିବ୍ରେସନ

କଟକ: ରଙ୍ଗର ପର୍ବ ହୋଲିରେ ଉତ୍ସବମୁଖର ଦିଲ୍ଲୀ ଠୁ ପଲ୍ଲୀ। କେଉଁଠୁ ଫୁଲ ତ ଆଉ କେଉଁଠି କାଦୁଅ, ଆଉ କେଉଁଠି ରଙ୍ଗର ଅବିର, ବିଭିନ୍ନ କେମିକାଲ ରଙ୍ଗରେ ଚାଲିଛି ହୋଲି ଖେଳ। ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ କୌଣସି ଉପାନ୍ତ ଅଞ୍ଚଳ କି ବିଦେଶ ନୁହେଁ, ଏ ହେଉଛି ଭାଇଚାରାର ସହର ସିଲଭର ସିଟି କଟକ, ଯେଉଁଠି ରଙ୍ଗ ନୁହେଁ ବରଂ ଫୁଲରେ ହୋଲି ପର୍ବ ପାଳନ କରାଯାଏ । ସବୁଠୁ ରୋଚକ […]

Read More Text.

୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ। ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ବୋଲି ସୂତ୍ରରୁ ଜଣାପଡିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ହେବାକୁ ଥିବା ସରକାରୀ ଏବଂ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । […]

Read More Text.

ରାଜଧାନୀରେ ଚାଞ୍ଚଲ୍ୟ, ବନ୍ଦ ଘରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ହୋଲିରେ ରାଜଧାନୀରେ ଚାଞ୍ଚଲ୍ୟ । ଭଡା ଘର ଭିତରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ କଲୋନୀରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ୩୦ ବର୍ଷୀୟ କୁମାର ଜିତେନ ଓ ଜଣେ ମହିଳା । ଜିତେନ ପେଶାରେ ଜଣେ ଡ୍ରାଇଭର ଥିବା ବେଳେ ମହିଳା ଜଣଙ୍କ ନର୍ସ ଭାବେ କାମ କରୁଥିବା ଜଣାଯାଇଛି । ସୂଚନା ଅନୁସାରେ  ଆଜି ସକାଳେ ଉଭୟଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର […]

Read More Text.

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି। ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ଦୁଇ ଦିନିଆ ଗସ୍ତରେ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ବୋଲି ସୂତ୍ରରୁ ଜଣାପଡିଛି। ଅପରପକ୍ଷରେ ସେ ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି […]

Read More Text.

ହୋଲିରେ ଅଘଟଣ, ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ

ଛତ୍ରପୁର : ହୋଲିର ଅଘଟଣ । ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ । ମୃତ ନାବାଳକ ଗଞ୍ଜାମ ଜିଲ୍ଲାର ପୋଡ଼ମପେଟା ଗାଁର ବି. ବାବାଜୀଙ୍କ ପୁଅ ବି. ଚନ୍ଦନ l ହୋଲି ଖେଳି ସାରି ଗାଁରେ ଥିବା ପୋଖରୀକୁ ୪ ଜଣ ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିଲେ ଚନ୍ଦନ । ଏହି ସମୟରେ ସେ ପାଣିରେ ବୁଡି ଯାଇଥିଲେ l ଗ୍ରାମବାସୀ ଚନ୍ଦନକୁ ଉଦ୍ଧାର କରି ପ୍ରଥମେ ଗଞ୍ଜାମ ମେଡିକାଲ ଓ ପରେ ଛତ୍ରପୁର ଉପଖଣ୍ଡ […]

Read More Text.