ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଲେ ଗଜପତି
ପୁରୀ: ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଗଜପତି ମହାରାଜ । ମହାପ୍ରଭୁ ବର୍ଷସାରା ବାହାରକୁ ଆସି ପରିବେନି କହି ନିଜ ଉଦବେଗ ପ୍ରକାଶ କରିଛନ୍ତି ଗଜପତି ମହାରାଜ । ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ମହାପ୍ରଭୁଙ୍କ ପ୍ରଥାମ ସେବକ ତଥା ଗଜପତି ମହାରାଜ ଦିବ୍ୟସିଂହ ଦେବ । ଶ୍ରୀଜଗନ୍ନାଥଙ୍କ ଚେତନା ଓ ଚିନ୍ତନ କାର୍ଯ୍ୟକ୍ରମରେ ବିଭ୍ରାଟ ହେଉଥିବା କହି ନିଜର ଉଦେବଗ ଜଣାଇଛନ୍ତି ଗଜପତି । ମହାପ୍ରଭୁ ବର୍ଷସାରା ଶ୍ରୀମନ୍ଦିର […]
Read More Text.