ଆମ ସଂସ୍କୁତି ଓ ଆମ ଖେଳନା କାର୍ଯ୍ୟକ୍ରମ
ଆଗରପଡ଼ା :ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚଚାୟତ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ନିପୁଣ ଓଡ଼ିଶାର ଏକ ଅଭିନ୍ୱ ପ୍ରୟାସ ଆମ ସଂସ୍କୁତି ଓ ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ବିଦ୍ୟାଳୟ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟ ପ୍ରାକ୍ତନ ପ୍ରଧାନଶିକ୍ଷକ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷାବିତ୍ ଅଲେଖ ଚନ୍ଦ୍ର ନାୟକ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍ଘ।।ଟନ କରିଥିଲେ । ରାଜ୍ୟ ସରକାରଙ୍କ ଏହି ଭଳି ଅଭିନ୍ୱ […]
Read More Text.