ଗିରଫ ହୋଇପାରନ୍ତି ରାଜା ଚକ୍ର

ଭୁବନେଶ୍ୱର,୧୨।୩: ଗିରଫ ହୋଇପାରନ୍ତି ରାଜା ଚକ୍ର। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଓ ଅନ୍ୟ ଚାରି ସହଯୋଗୀଙ୍କ ଆଗୁଆ ଜାମିନ ଖାରଜ। ସହଯୋଗୀଙ୍କ ସହ ରାଜାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଚକ୍ର ଓ ଅନ୍ୟ ସହଯୋଗୀଙ୍କ ବିଭିନ୍ନ ସ୍ଥାନରେ ରେଡ ଜାରି ରଖିଛି ଇଓଡବ୍ଲୁ। […]

Read More Text.

ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ

ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା। ଆସନ୍ତା ୨୭ରେ ବିଧାନସଭା ଘେରିବାକୁ ଯଉଛି କଂଗ୍ରେସ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ତାରା […]

Read More Text.

ମୋବାଇଲ ନେବେ ହେଲେ ଭିଡିଓଗ୍ରାଫି ମନା

ଭୁବନେଶ୍ୱର: ଶେଷରେ ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ ମୋବାଇଲ ନେବାକୁ ବାରଣ କରାଯାଇଥିଲା। ଯାହାକୁ ବିରୋଧ କରିବା ବିଧାନସଭାରେ ପ୍ରଶ୍ନକାଳକୁ ବଏକଟ କରିଥିଲେ ସାମ୍ବାଦିକ। ପୂର୍ବରୁ ସମାନ ଢଙ୍ଗରେ ବିଧାନସଭାକୁ ସାମ୍ବାଦିକଙ୍କ କ୍ୟାମେରା ଉପରେ କଟକଣା ଲଗାଇଥିଲେ ପୂର୍ବ ସରକାର। ଆଉ […]

Read More Text.

ରାସନ କାର୍ଡରେ ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଧାନସଭାରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମ୍ ଜାଣିବାକୁ ଚାହିଁଥିଲେ ଯେ,ପୂର୍ବ ସରକାରଙ୍କ ସମୟରେ ଗରିବ , ଖଟିଖିଆ ଓ ରୋଗାଗ୍ରସ୍ତମାନଙ୍କୁ ରାସନ କାର୍ଡ ମାଧ୍ୟମରେ ଗହମ ବଣ୍ଟନ ବନ୍ଦ କରିଥିଲେ। ବର୍ତ୍ତମାନର ସରକାର […]

Read More Text.

ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ବନ୍ଦ ଥିବା ସୂତାକଳ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ: ମନ୍ତ୍ରୀ

ଭୁବନେଶ୍ବର: ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ରାଜ୍ୟରେ ବନ୍ଦ ଥିବା ସୂତାକଳଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରୁ ନାହିଁ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ବିଧାନସଭାରେ ଏକ ପ୍ରଶ୍ନ ନେଇ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ବଡ଼ଚଣା ବିଧାୟକ ଅମର କୁମାର ନାୟକ ପ୍ରଶ୍ନ କରିଥିଲେ ଯେ, ଅଣତାରକା ପ୍ରଶ୍ନ ୨୫୫୦ର ୨୮/୦୮/୨୦୨୪ରେ ପ୍ରଦତ୍ତ ଉତ୍ତର ଆଧାରରେ ଓଡ଼ିଶାରେ ଏବେ ୧,୨୬,୮୭୩ ଜଣ ବୁଣାକାର ଅଛନ୍ତି। କିନ୍ତୁ ବୁଣାକାରମାନେ ନୀର୍ଭରଶୀଳ ଥିବା ସମବାୟ […]

Read More Text.

ଶୂନ ଦୁର୍ଘଟଣା ଲକ୍ଷ୍ୟ: ୩୦ ଦିନିଆ ନୂତନ ସଡ଼କ ସୁରକ୍ଷା ଅଭିଯାନ ଆରମ୍ଭ ହେବ

ଭୁବନେଶ୍ବର: ଓଡ଼ିଶା ସରକାର ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ, ଶୂନ ଦୁର୍ଘଟଣା ଦିବସ (ଜେଡ୍‌ଏଡି) ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ୩୦ ଦିନିଆ ଅଭିଯାନ ଦୃଷ୍ଟିକୋଣ ଏବଂ ନେତୃତ୍ୱ ଦୃଷ୍ଟିରୁ ଅନନ୍ୟ। କାରଣ ଏହା ମହିଳାମାନଙ୍କ ଦ୍ୱାରା ପରିଚାଳିତ, ଦାୟିତ୍ବପୂର୍ଣ୍ଣ ରାସ୍ତା ବ୍ୟବହାର ପ୍ରତି ଏକ ଅଗ୍ରଣୀ ବହୁ-ସହଯୋଗୀ ଆନ୍ଦୋଳନକୁ ଚିହ୍ନିତ କରୁଛି। ଭୁବନେଶ୍ୱରର ଖାରବେଳ ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକରେ […]

Read More Text.

ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି

ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ ଦେଇ, ଚଳିତ ବର୍ଷ ଜାନୁଆରୀରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗଣନା ଆରମ୍ଭ ହେବା ପରେ ଏହି ରିପୋର୍ଟ ଆସିଛି। ରିପୋର୍ଟ ଅନୁସାରେ, ରାଜନଗର ବନ ବିଭାଗ ସର୍ବାଧିକ ୫୦୫ ଡଲଫିନ୍ ସଂଖ୍ୟା ରେକର୍ଡ କରିଛି, ତା’ପରେ ଚିଲିକା […]

Read More Text.

ତାରଣାରେ ସାଗୁନ ବାହା ଦୋସନ୍ ପାଳିତ

ବାରିପଦା – ପାରମ୍ପାରିକ ମାଦଳର ତାଳେ ତାଳେ ଓ ପାରମ୍ପରିକ ବେଶ ପୋଷାକ ପରିଧାନ କରି ମହିଳା , ପୁରୁଷ ଠାରୁ ଆରମ୍ଭ କରି ଛୋଟ ପିଲା ପର୍ଯ୍ୟନ୍ତ ସମସ୍ତେ ଖୁସିରେ ମସଗୁଲ ହୋଇଯାଇଥିଲେ ତାରଣା ବାହା ଦୋସନରେ । ସାନ୍ତାଳୀ ସଂପ୍ରଦାୟର ସବୁଠାରୁ ବଡ ପର୍ବ ବାହା ଦୋସନ । ଗ୍ରାମବାସୀଙ୍କ ସୁଖ ସମୃଦ୍ଧି ପାଇଁ ନିଆାରା ଭାବରେ ପାଳନ କରାଯାଇଥାଏ ବାହା ପର୍ବ । ଫଗୁଣ ମାସରେ ଚନ୍ଦ୍ର ଦର୍ଶନର ପଞ୍ଚମ ତିଥିରୁ ଆରମ୍ଭ […]

Read More Text.

“ଏସପାଇଆର ରାଇରଙ୍ଗପୁର” ମାଧ୍ୟମରେ ଫ୍ରି କୋଚିଂ ଜିଲ୍ଲାପାଳଙ୍କ ଦ୍ବାରା ଶୁଭ ଉଦଘାଟିତ

ବାରିପଦା : ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ପ୍ରୋତ୍ସାହନରେ ବାମନଘାଟୀ ଉପଖଣ୍ଡ ର ଶିକ୍ଷିତ ଯୁବକ ଯୁବତୀ ମାନଙ୍କ ଭବିଷ୍ୟତ ଲକ୍ଷ୍ୟ ପୂରଣ ନେଇ ମୟୁରଭଞ୍ଜ ଜିଲ୍ଲାର ବାମନଘାଟୀ ଉପଜିଲ୍ଲାପାଳ ଶ୍ରୀ ସୌମ୍ୟରଂଜନ ପ୍ରଧାନଙ୍କ ତତ୍ୱାବଧାନରେ ଉପଖଣ୍ଡ ପ୍ରଶାସନ ତରଫରୁ “ଏସପାଇଆର ରାଇରଙ୍ଗପୁର “(Aspire Rairangpur ) ଏକ ଅଭିନଵ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି କାର୍ଯ୍ୟକ୍ରମ ଜରିଆରେ କେବଳ ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡ ଅନ୍ତର୍ଗତ ୭ ଗୋଟି ବ୍ଲକ ଓ ରାଇରଙ୍ଗପୁର ପୌରପାଳିକା ଅଂଚଳର […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ତଥା ଦ୍ୱାଦଶ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ଦ୍ୱାଦଶ ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ପାଳନ ସହିତ ପରିଷଦର ବାର୍ଷିକ ଉତ୍ସବ ବିଶ୍ୱବିଦ୍ୟାଳୟ ପରୀକ୍ଷା ସୌଧ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଓଡ଼ିଆ ହିସାବରେ ଆମର ସ୍ୱାଭିମାନ ବୋଧ […]

Read More Text.