ରାଜସ୍ବ ବଢାଉଛି ତମାଖୁ, ଗୁଟକା: ୫ ବର୍ଷରେ ୬ ହଜାର କୋଟି ଆଦାୟ
ଭୁବନେଶ୍ବର: ରାଜ ରାଜସ୍ବ ବୃଦ୍ଧି କରୁଛି ତମାଖୁ, ଗୁଟକା ବେପାର । ୫ ବର୍ଷରେ ରାଜକୋଷକୁ ଦେଇଛି ୬ ହଜାର କୋଟିରୁ ଅଧିକ ଟଙ୍କା ଟିକସ । ଆଜି ବିଧାନସଭାରେ ଏପରି କିଛି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଦେଇଥିବା ତଥ୍ୟ ଅନୁଯାୟୀ, ଗତ ୧୦ ବର୍ଷରେ ପାନ ମସଲା, ଗୁଟ୍ଖା, ତମାଖୁରୁ ମିଳିଛି ୬୫୯୫.୫୫ କୋଟି ରାଜସ୍ବ । କ୍ରମାଗତ ଭାବେ ଗୁଟ୍ଖା, […]
Read More Text.