ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି
ଭୁବନେଶ୍ୱର: ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି । ସୂଚନା ଦେଲେ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ହେବା ନେଇ ଯୋଜନା ରହିଥିବା କହିଲେ । ବିଜୁ ଜୟନ୍ତୀରେ ଏହାକୁ ପ୍ରସଙ୍ଗ କରିଥିଲା ବିଜେପି । ସୂଚନାଯୋଗ୍ୟ, ଗତକାଲି (ଶୁକ୍ରବାର) ଗୃହ ବାହାରେ ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ହଙ୍ଗାମାକୁ ନେଇ ମୁହଁ ଖୋଲିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି […]
Read More Text.