ଅବଧିର 2ବର୍ଷ ପରେ ବି ପ୍ରଧାନମନ୍ତ୍ରୀ ସଡ଼କ କାମ ସରୁ ନାହିଁ , କଂଟ୍ରାକଟର ଏବଂ ପ୍ରଶାସନ ର ମଧୁଚନ୍ଦ୍ରିକା
ରାସ୍ତା ପାଇଁ ମାଣିକପୁର ପଂଚାୟତ ବାସୀ ଙ୍କ ଚିନ୍ତା, ଲିଖିତ ପ୍ରତିଶୃତି ପାଣି ର ଗାର ବାରିପଦା: ବାମନଘାଟି ଉପଖଣ୍ଡ ବିଜାତଳା ବ୍ଲକର ବନପାହାଡ଼ ଘେରା ଅଧ୍ୟୁଷିତ ଅଞ୍ଚଳ ମାଣିକପୁର ପଂଚାୟତର ମାଣିକପୁର ଗାଁ ମୁଣ୍ଡରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ସମ୍ପୂର୍ଣ୍ଣ ଖରାପ l ଏହି ରାସ୍ତାଟି ପାଟପୁରଠାରୁ ବିଶୋଇ ପଂଚାୟତ ସମିତି ସୀମା ଭାୟା ବଳରାମପୁର, ପାଉଁଶିଆ, ବାନ୍ଧଗାଁ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରେ କାମ ହେବା କଥା l କାର୍ଯ୍ୟ ସରିବା […]
Read More Text.