କେନ୍ଦ୍ରପଡା ଯିବେ ସାରଥି କିନ୍ତୁ ବାରିମୂଳ ଆଶ୍ରମ ମନା : ହାଇକୋର୍ଟ
କଟକ : କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ । ୨ ମାସରେ କେବଳ ଥରେ କେନ୍ଦ୍ରାପଡା ବାରିମୂଳ ଯିବାକୁ ଅନୁମତି ମିଳିଛି । ହେଲେ କେନ୍ଦ୍ରାପଡ଼ାରେ ରାତ୍ରୀ ଯାପନ କରିପାରିବେନି ସାରଥୀ। ସକାଳ ସାଢେ ୫ରୁ ସନ୍ଧ୍ୟା ୫ ମଧ୍ୟରେ ଦେଖା କରିପାରିବେ । ଏଥିପାଇଁ ପ୍ରଥମେ ଟ୍ରାଏଲ୍ କୋର୍ଟଙ୍କୁ […]
Read More Text.