ବାରିପଦା କଳାକାର ପରିବାର ତରଫରୁ ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି
ବାରିପଦା: ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପୁର ବିଦ୍ୟାଳୟ ପରିସରରେ ଓଡ଼ିଆ ସିନେମା ଜଗତର ମହାନାୟକ ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି I ବିଶିଷ୍ଟ ଅଭିନେତା ଓ ନିର୍ଦ୍ଦେଶକ ଧୀର ବସାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅମ୍ଲାନ ଆତ୍ମାର ସଦଗତି ନିମନ୍ତେ ସର୍ବପ୍ରଥମେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା I ସନ୍ତୋଷ ମହାନ୍ତି, ଭାଗବତ ପଣ୍ଡା, ଅନ୍ନଦା ଶଙ୍କର ଦାଶ, ଚିନ୍ମୟ କୁମାର ଦାସ ପଟ୍ଟନାୟକ, ଡଃ ପ୍ରକାଶ […]
Read More Text.