ଅବସରକାଳୀନ ସମ୍ବର୍ଦ୍ଧନା ସଭା
ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ବାଲୁଙ୍କେଶ୍ୱର କ୍ଲଷ୍ଟର ଅନ୍ତର୍ଗତ ରଘୁନାଥପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ତିଳୋତ୍ତମା ଜେନାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାଲୁକେଶ୍ୱର ବିଦ୍ୟାଳୟ ପ୍ରାକ୍ତନ ପ୍ରଧାନଶିକ୍ଷକ ସୁଧିର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଆରସିସି ହରେକୃଷ୍ଣ ଆପଟ ମୁଖ୍ୟ ଅତିଥି,ଶିକ୍ଷାବିତ ଓ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପାଢୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ବିଇଓ ପ୍ରମୋଦ ପଣ୍ଡା,ଭାଗିରଥି ପାତ୍ର,ପ୍ରାକ୍ତନ ବିଇଓ […]
Read More Text.