ରାଜ୍ୟରେ ଆହୁରି ୨ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏଥିନିମନ୍ତେ ପାଗ ଅନୁକୂଳ ରହିଛି । ବର୍ଷା ସହ କିଛି କିଛି ସ୍ଥାନରେ ପବନର ବେଗ ବୃଦ୍ଧି ପାଇ ୫୦ ରୁ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି । ଏହି କ୍ରମରେ ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ […]

Read More Text.

ହିଂସା ଓ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୯ ଜଣ ନକ୍ସଲ

ମାଲକାନଗିରି: ହିଂସା ଓ ଅସ୍ତ୍ର ଛାଡ଼ି ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ଏସ ମହେଶ ଗିଟେଙ୍କ ଏବଂ ସିଆରପିଏଫ କମାଣ୍ଡାଣ୍ଟଙ୍କ ସମ୍ମୁଖରେ ଏହି ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିଲେ। ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ହେଲେ ମାଡକମ ଉଙ୍ଗା(୩୨), ମାଡକମ ହିଡମା(୨୩), ପଡିଆମି କୋସା(୩୨), ସୋଡି ଯୋଗୀ(୨୧), କୁଞ୍ଜାମ ଆଇତେ(୨୦), ସୋଡି ବୁଦ୍ରା(୩୨), କୁଞ୍ଜାମ କୋସା(୩୧), ପଡ଼ିଆମ ଆଇତେ(୨୧) ଏବଂ କୁଞ୍ଜାମ କୋସା(୩୨)। ସରକାରଙ୍କ ତରଫରୁ […]

Read More Text.

ସଙ୍ଗମ ସ୍ଥଳରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପ୍ରୟାଗରାଜ: ମହାକୁମ୍ଭରେ ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ପରିବାରଙ୍କ ସଙ୍ଗେ ପ୍ରୟାଗରାଜ ଯାଇଥିବା ବେଳେ, ପବିତ୍ର ମହାକୁମ୍ଭ ଅବସରରେ ସଙ୍ଗମ ଜଳରେ ମହାସ୍ନାନ କରିଛନ୍ତି । ମହାସ୍ନାନର ଶେଷ ସପ୍ତାହ । ଆଉ ଦୁଇ ତିନି ଦିନ ପରେ ଖାଁ ଖାଁ ହେବାକୁ ଯାଉଛି ସଙ୍ଗମ ସ୍ଥଳ । ୧୪୪ ବର୍ଷ ପରର ଏ ପବିତ୍ର ମୂହୂର୍ତ୍ତ ହାତରୁ ଖସିଯାଉଥିବାରୁ, ଏବେ ଆସ୍ତାର ବୁଡ ପାଇଁ, ଦେଶ […]

Read More Text.

ଦୟା ନଦୀ କୂଳରେ ପ୍ରେମିକର ପିଣ୍ଡ ଦାନ କଲେ ରାଣୀ ପଣ୍ଡା

ଭୁବନେଶ୍ୱର : ଯେଉଁ ଯାତ୍ରା ପେଣ୍ଡାଲରେ ରାଣୀ ପଣ୍ଡା ଥରେ ଠିଆ ହେଲେ ଲକ୍ଷ ଲକ୍ଷ ଦର୍ଶକ ତାଙ୍କ ଅଭିନୟ ଦେଖିବାକୁ ଚାହିଁରହିଥାନ୍ତି । ଯାହାଙ୍କୁ ଖଣ୍ଡଗିରି ମନା ହୋଇଥିଲା ସେହି ଖଣ୍ଡଗିରିରେ ହଜାର ହଜାର ଲୋକଙ୍କୁ ମଟନ ଭାତ ଖୁଆଇବା ସହ ଯାତ୍ରା ମଞ୍ଚରେ ଅଭିନୟ କରି ଦର୍ଶକଙ୍କ ମନ ଜିତିଥିଲେ, ଏବଂ ନିଜର ନିଖୁଣ ଅଭିନୟ ଦ୍ୱାରା ଦର୍ଶକଙ୍କୁ ଘଣ୍ଟା ଘଣ୍ଟା ଧରି ବାନ୍ଧି ରଖିଥାନ୍ତି ତାଙ୍କ ଭିତରେ ମଧ୍ୟ ଅନେକ ଅକୁହା ଯନ୍ତ୍ରଣା ସେ […]

Read More Text.

ଓସିଏ ସଭାପତି ଭାବେ ନିର୍ବାଚିତ ହେଲେ ପଙ୍କଜ ଲୋଚନ ମହାନ୍ତି

ଭୁବନେଶ୍ଵର: ଓସିଏ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି । ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ପଙ୍କଜ। ତେଣୁ ସଭାପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି ସେ । ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ପୂର୍ବରୁ କାର୍ଯ୍ୟକାରୀ ସଭାପତି ଭାବେ ଦାଇତ୍ୱ ତୁଲାଇଥିବା ବେଳେ ଏବେ ଦ୍ଵିତୀୟ ଥର ଓସିଏ ସଭାପତି ଭାବେ ଦାଇତ୍ୱ ଗ୍ରହଣ କରିଛନ୍ତି। ଗତମାସରେ ପ୍ରଣବ ପ୍ରକାଶ ଦାସ ଓସିଏର ସଭାପତି ପଦରୁ ଇସ୍ତଫା ଦେଇଥିଲେ। ଫଳରେ […]

Read More Text.

ଢେଙ୍କାନାଳ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ, ଶଳାକୁ ମାରିଛି ସମ୍ପର୍କୀୟ ଭିଣୋଇ

ଢେଙ୍କାନାଳ : ସଦରଥାନା ଫାସିଗାଁ ଫାର୍ମ ହାଉସରେ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ । ଶଳାକୁ ମାରିଛି ସମ୍ପର୍କୀୟ ଭିଣୋଇ । ହତ୍ୟା କରିଥିବା ନିଜେ ସ୍ବୀକାର କରିଛନ୍ତି ଅଭିଯୁକ୍ତ ରମେଶ ଚନ୍ଦ୍ର ନାଏକ ।  ହତ୍ୟା ପରେ ଫାର୍ମ ହାଉସ ବୁଦା ଭିତରେ ବନ୍ଧୁକ ଲୁଚାଇ ରଖିଥିଲା ଅଭିଯୁକ୍ତ ରମେଶ । ହତ୍ୟା ପାଇଁ ବ୍ୟବହୃତ ଦେଶି ବନ୍ଧୁକକୁ ଜବତ କରିଛି ପୋଲିସ । ଗତକାଲି ରାତିରେ ଫାର୍ମ ହାଉସ ଭିତରେ ଗୋବିନ୍ଦ ନାଏକଙ୍କୁ ଗୁଳି କରିଥିଲା ଭିଣୋଇ […]

Read More Text.

ଭିଜିଲାନ୍ସ ଜାଲରେ ଦୁଇ କୃଷି ଅଧିକାରୀ

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ଉମରକୋଟର ଦୁଇ କୃଷି ଅଧିକାରୀ ନଳିନୀକାନ୍ତ ପରିଡା ଓ ସୁରେନ୍ଦ୍ରସିଂ ବୁନ୍ଦେଲା । ୫ ହଜାର ଟଙ୍କା ନେବା ବେଳେ ମାଡି ବସିଲା ଭିଜିଲାନ୍ସ । ଜଳ ନିଧି ଯୋଜନାରେ ସବସିଡ଼ି ଟଙ୍କା କରାଇ ଦେବାକୁ କହି ନେଉଥିଲେ ଏହି ଲାଞ୍ଚ । ଟ୍ରାପ ପରେ ଉଭୟଙ୍କର ୫ ଟି ସ୍ଥାନରେ ଚାଲିଛି ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ । ସୂଚନ ମୁତାବକ, ଜଳନିଧି ଯୋଜନାର ଜଣେ ହିତାଧିକାରୀ […]

Read More Text.

ସନ୍ଦେହଜନକ ଅବସ୍ଥାରେ ମିଳିଲା ନାବାଳକଙ୍କ ମୃତଦେହ

ଆଳି: ଭୋଜି ଖାଇସାରି ଗୋଟିଏ ଘରେ ସାଙ୍ଗ ମାନଙ୍କ ସହ ଶୋଇଥିଲେ । ହେଲେ ସନ୍ଦେହଜନକ ଅବସ୍ଥାରେ ମିଳିଲା ନାବାଳକଙ୍କ ମୃତଦେହ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ କଇଥାପାଳ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ଗାଁର ଅଶ୍ୱନୀ ଜେନାଙ୍କ ନାବାଳକ ପୁଅ ଗତକାଲି ବିଳମ୍ବିତ ରାତିରେ ଭୋଜି ଖାଇ ସାରି ନିଜ ଘରେ ଜଣେ ସମ୍ପର୍କୀୟ ଓ ଦୁଇ ଜଣ ସାଙ୍ଗଙ୍କ ସହ ଶୋଇଥିଲେ । ଶୋଇବାର କିଛି ସମୟ ପରେ […]

Read More Text.

ସଂକଳ୍ପ ପଦଯାତ୍ରାରେ ଭାଙ୍ଗିଥିଲା ପିସିସି ସଭାପତିଙ୍କ ହାତ: ସରିଲା ଅସ୍ତ୍ରୋପଚାର

ଭୁବନେଶ୍ବର: ନୂଆ ପିସିସି ସଭାପତି ଭାବେଯୋଗ ଦେବା ପରେ କଂଗ୍ରେସର ପଦ ଯାତ୍ରା ସମୟରେ ଆହତ ହୋଇଥିଲେ ଭକ୍ତ ଦାସ । ଭୁବନେଶ୍ଵର – ପୁରୀ ସଂକଳ୍ପ ଯାତ୍ରା ସମୟରେ ଉତ୍ସାହୀ କର୍ମୀଙ୍କ ଭିଡ଼ରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କର ହାତରେ ଆଘାତ ଲାଗିଥିଲା । ଯାହାର ସଫଳ ଅସ୍ତ୍ରୋପଚାର ଭୁବନେଶ୍ଵର ଏକ ଘରୋଇ ହସ୍ପିଟାଲରେ ଡାକ୍ତର ତୁଷାର ପଣ୍ଡାଙ୍କ ଦ୍ଵାରା ସମ୍ପନ୍ନ ହୋଇଛି । ଏବେ ସେ ସୁସ୍ଥ ଥିବା ସୂଚନା ମିଳିଛି । […]

Read More Text.

ପଳାଶୁଣି ଛକ ନେଲା ଆଉ ଏକ ମୁଣ୍ଡ, ଟ୍ରକ ଧକ୍କାରେ ଅଜଣା ବ୍ୟକ୍ତି ମୃତ

ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଅନ୍ୟପଟେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ସାଇକେଲରେ ଆସୁଥିବା ବେଳେ ତାଙ୍କୁ ଏକ ଟ୍ରକ ଧକା ଦେବା ଫଳରେ ସେ ତଳେ ପଡିଯାଇଥିଲେ । ଏହି ସମୟରେ ପଛରୁ ଆସୁଥିବା ଆଉ ଏକ […]

Read More Text.