‘ପରମ୍ପରା ଓ ଆଂଚଳିକ ଭାଷାର ମହତ୍ତ୍ୱ ଆମ ଅସ୍ମିତାକୁ ଦୃଢ଼ କରିବ’

ଭୁବନେଶ୍ୱର: ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱ ଆମର ଅସ୍ମିତାକୁ ଦୃଢ଼ କରିବାରେ ସମର୍ଥ । ଭାରତୀୟ ସାହିତ୍ୟରେ ଓଡ଼ିଆ ଭାଷାର ମର୍ଯ୍ୟାଦା ଉଲ୍ଲେଖନୀୟ ବୋଲି ସାହିତ୍ୟ ଏକାଡେମୀ ଉପସଭାପତି ପ୍ରଫେସର କୁମୁଦ ଶର୍ମା ଉଲ୍ଲେଖ କରିଛନ୍ତି । ଶନିବାର ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ଭୁବନେଶ୍ୱର ସାହିତ୍ୟ ପର୍ବର ଉଦଘାଟନ କରି ପ୍ରଫେସର ଶର୍ମା ଅସ୍ମିତାର ଅଭିବୃଦ୍ଧିକ୍ରମେ କଳା ସାହିତ୍ୟ ସଂସ୍କୃତିର ବିକାଶକୁ ଗୁରୁତ୍ୱ ଦେଇଛନ୍ତି । ସ୍ଥାନୀୟ ଜୟଦେବ ଭବନରେ ଅନୁଷ୍ଠିତ […]

Read More Text.

କମ୍ପାନୀ ଅଧିକାରୀଙ୍କୁ ଅପହରଣ ମାମଲାରେ ୭ ଗିରଫ, ମୁଣ୍ଡଜାମିନ ବାବଦରେ ନେଇଥିଲେ ୬୦ ଲକ୍ଷ

କେନ୍ଦୁଝର: କେନ୍ଦୁଝର ଅପହରଣ ଘଟଣାର ପର୍ଦ୍ଦାଫାସ ।  ଖଣି କମ୍ପାନୀର ଉପସଭାପତି ନିମାନନ୍ଦ ପ୍ରଧାନଙ୍କ ଅପହରଣ ଘଟଣାର ପର୍ଦ୍ଦାଫାସ କଲା ବଡ଼ବିଲ ଥାନା ପୋଲିସ ।  ୭ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୮ଟି ମୋବାଇଲ , ଗୋଟିଏ ଖେଳନା ବନ୍ଧୁକ ସହ ଅପହରଣକାରୀଙ୍କୁ ଦିଆଯାଇଥିବା ୬୦ ଲକ୍ଷରୁ ୫୦ ଲକ୍ଷ ୯୦ ହଜାର ଟଙ୍କା ଜବତ କରିଛି ପୋଲିସ । ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।  ଡ୍ରାଇଭରଙ୍କ ସହଯୋଗରେ ଅପହରଣ କରିଥିଲେ ଦୁର୍ବୃତ୍ତ […]

Read More Text.

ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ: ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ଅନୁଷ୍ଠିତ ହେବାକୁ ଯାଉଛି । ସେନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହିତ ଗହଳୀକୁ ନଜରେ ରଖି ଆବଶ୍ୟକ ପଦକ୍ଷେପ ନିଆଯାଇଛି । ତେବେ ଏକାଦଶୀର ଦୁଇ ଦିନପରେ ପ୍ରସିଦ୍ଧ ଜାଗର ପର୍ବ ପାଳନକୁ ନେଇ ମଧ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ପୁରୀର ପ୍ରସିଦ୍ଧ ଲୋକନାଥ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ […]

Read More Text.

ଋଷିକୂଲ୍ୟା ବେଳାଭୂମିରେ ଗଣ ଅଣ୍ଡାଦାନ, ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ

ଛତ୍ରପୁର : ଆରମ୍ଭ ହୋଇଯାଇଛି ଅଲିଭ ରିଡଲେଙ୍କ ଅଣ୍ଡାଦାନ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଗପୋଡ଼ମପେଟା ଗାଁଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡେଲ କଇଁଛ ଅଣ୍ଡାଦାନ ପାଇଁ ଆସୁଥିବା ଦେଖିବାକୁ ମିଳୁଛି । ହଜାର ହଜାର ଅଲିଭ ରିଡେଲ କଇଁଛ ସମୁଦ୍ର ବେଳାଭୂମିକୁ ଆସି ଗଣଅଣ୍ଡାଦାନ କରୁଛନ୍ତି । ୭ ଦିନରେ ପ୍ରାୟ ୬ ଲକ୍ଷ ୪୧ ହଜାର ଅଲିଭ ରିଡଲେ ଅଣ୍ଡାଦାନ ହୋଇଥିବା ବନ ବିଭାଗ ପକ୍ଷରୁ ସୂଚନା […]

Read More Text.

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର ସୁଧ ଫେରସ୍ତ କରାଯିବ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । ଜନତା ମଇଦାନରେ ‘ସୁଭଦ୍ରା ଶକ୍ତି […]

Read More Text.

ଓଡିଆ ଅସ୍ମିତାର ପ୍ରତୀକ ଥିଲେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ, ପୂଣ୍ୟ ତିଥିରେ ଶ୍ରଦ୍ଧାସୁମନ ଅର୍ପଣ କଲେ ‘ଆମେ ମୟୂରଭଞ୍ଜିଆ’

ବାରିପଦା : ନବୋତ୍କଳର ଅନ୍ୟତମ ନିର୍ମାତା ତଥା ମୟୂରଭଞ୍ଜ ରାଜ୍ୟର ପ୍ରଜାନୁରଞ୍ଜକ ପ୍ରାତଃ ସ୍ମରଣୀୟ ମହାରାଜ ରାଜର୍ଷି ପୂଣ୍ୟଶ୍ଲୋକ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ୧୧୪ତମ ପୂଣ୍ୟତିଥି ଅବସରରେ ଆମେ ମୟୂରଭଞ୍ଜିଆ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଆମେ ମୟୂରଭଞ୍ଜିଆ ସଂଗଠନର ଆହ୍ୱାନରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ସକାଳ ୮ଘଟିକା ସମୟରେ ସମସ୍ତେ ଉପସ୍ଥିତ ରହି ପ୍ରଥମେ ପ୍ରତିମୂର୍ତ୍ତିକୁ ଧୋଇ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ 

ବାରିପଦା: ମୟୂରଭଞ୍ଜ ର ପ୍ରଜାବତ୍ସଳ ରାଜର୍ଷି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ଙ୍କ ଶ୍ରାଦ୍ଧ ବାର୍ଷିକୀ ଆଜି ଅଗ୍ରଣୀ ଭାଷା ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଜାଗରଣ ମଞ୍ଚ ତରଫରୁ ବାରିପଦା ମଧୁବନ ସ୍ଥିତ ମହାରାଜା ଙ୍କ ସମାଧିପୀଠରେ ପାଳିତ ହୋଇଯାଇଛି | ମଞ୍ଚର ପ୍ରତିଷ୍ଠାତା ସଭାପତି ଶରତ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦୟ ନାଥ ଜେନା, ପିତାମ୍ବର ମଲ୍ଲିକ, ବରିଷ୍ଠ ସାମ୍ବାଦିକ ସୁକାନ୍ତ କୁମାର ଜୀଉ, ସୟେ ଦ ସିରାଜୁଦ୍ଦିନ, ଦୀପକ କୁମାର ନାୟକ, ଦିଲ୍ଲୀପ […]

Read More Text.

ମୟୂରଭଞ୍ଜ ଜିଲ୍ଲାର ସରକାରୀ ବିଦ୍ୟାଳୟ ଗୁଡିକରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ବାରିପଦା: ମାତୃଭାଷା ଶିକ୍ଷା ମାଧ୍ୟମରେ ପିଲାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ମାତୃଭାଷାର ବ୍ୟବହାର ପ୍ରତି ପିଲାମାନଙ୍କୁ ଉତ୍ସାହିତ କରିବା, ସୃଜନଶୀଳତାର ପରିପ୍ରକାଶ କରିବା ଓ ଏହାର ପ୍ରଚାର ପ୍ରସାର ନିମନ୍ତେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ନୂଆଦିଲ୍ଲୀ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ବିଦ୍ୟାଳୟ ଗୁଡିକରେ ଫେବ୍ରୁୟାରୀ ୨୧ ତାରିଖରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି […]

Read More Text.

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୦୨୫ ମସିହା ମାର୍ଚ୍ଚ ମାସ ପାଇଁ ଯୁଗ୍ମ ଜନ ଶୁଣାଣୀ ଶିବିର ସମ୍ପର୍କୀତ କାର୍ଯ୍ୟସୂଚୀ

ବାରିପଦା: ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ବାଵଧାନରେ ଚଳିତ ବର୍ଷ ମାର୍ଚ୍ଚ ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ମାର୍ଚ୍ଚ ମାସର ପ୍ରଥମ ସୋମବାର ତା ୦୩-୦୩-୨୦୨୫ ରିଖ ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ, ମାର୍ଚ୍ଚ ମାସର ଦ୍ୱିତୀୟ ସୋମବାର ତା ୧୦-୦୩-୨୦୨୫ ରିଖ ବାମନଘାଟି ଉପଖଣ୍ଡ ପାଇଁ ବାମନଘାଟି ଉପଜିଲ୍ଲାପାଳ ଙ୍କ […]

Read More Text.

କାଦବରାଙ୍ଗ ହାଇସ୍କୁଲକୁ ଯୁକ୍ତ ୨ମାନ୍ୟତା ପ୍ରସଙ୍ଗ, ଆରମ୍ଭ ହେବ ଦ୍ୱିତୀୟ ବର୍ଷ ପାଠପଢା

କାଗଜକଲମରେ ସୀମିତ ଶ୍ରେଣୀଗୃହ  ଆଗରପଡ଼ା :ଆଉ ଦିନ କେଇଟା ପରେ ଆରମ୍ଭ ହେବ ଦ୍ୱିତୀୟ ବର୍ଷର ପାଠପଢା କିନ୍ତୁ ପିଲାଙ୍କ ଶୈକ୍ଷିକ ବାତାବରଣରେ କୌଣସି ପରିବର୍ତ୍ତନ ହୋଇ ପାରିଲା ନାହିଁ କି ଶ୍ରେଣୀଗୃହ ସମସ୍ୟାର କୌଣସି ସ୍ଥାୟୀ ସମସ୍ୟା ହୋଇ ପାରିଲା ନାହିଁ । କାଗଜକଲମରେ ସୀମିତ ରହିଯାଇଛି ଶ୍ରେଣୀଗୃହ ପ୍ରସଙ୍ଗ । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ କାଦବରାଙ୍ଗ ପଂଚାୟତ ଅନ୍ତର୍ଗତ କାଦବରାଙ୍ଗ ନୋଡ଼ାଲ ହାଇସ୍କୁଲ ଠାରେ । ଗତ […]

Read More Text.