ବାର୍ଷିକ ଉତ୍ସବ-ପୁରସ୍କାର ବିତରଣୀ ସଭା ଓ ରାଷ୍ଟ୍ରୀୟ ମାତୃଭାଷା ଦିବସ ପାଳିତ
ଆଗରପଡ଼ା :ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚଚାୟତ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ-ପୁରସ୍କାର ବିତରଣୀ ସଭା ଓ ରାଷ୍ଟ୍ରୀୟ ମାତୃଭାଷା ଦିବସ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଗଣିଜାଙ୍ଗ ଆଞ୍ଚଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରଫୁଲ୍ଲ ଦାସ ଯୋଗଦେଇ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ କ୍ରୀଡ଼ା ହେବା ଫଳରେ ପିଲା ମାନଙ୍କର ଉତ୍ସାହ ବୃଦ୍ଧି ପାଇବା ସହିତ ଉତ୍ତମ ସ୍ୱାସ୍ଥ୍ୟ ଗଠନରେ ସହାୟକ ହୋଇଥାଏ […]
Read More Text.