ପ୍ରଭୁ ଲିଙ୍ଗରାଜଙ୍କ ଜାଗର: ଏକାମ୍ରରେ ମୁତୟନ ହେବେ ୩୫ ପ୍ଲାଟୁନ୍ ପୁଲିସ
ଭୁବନେଶ୍ବର: ଜାଗର ପାଖେଇ ଆସୁଛି। ଏହି ପବିତ୍ର ପାଇଁ ସରିଲା ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। କମିସନରେଟ ପୁଲିସ ପକ୍ଷରୁ ଡକାଯାଇଥିବା ଏହି ସମନ୍ବୟ ବୈଠକରେ ସମସ୍ତ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ। ତେବେ ଠିକ ସମୟରେ କିପରି ଭାବେ ଦୀପ ଉଠିବ ସମସ୍ତ ନୀତିକାନ୍ତି ସୁଚାରୁ ରୁପେ ହେବ ସେ ନେଇ ସେବାୟତମାନକୁ ଏହି ବୈଠକରେ କୁହାଯାଇଛି। ରାତି ୧୦ଟାରେ ମହାଦୀପ ଉଠାଇବାକୁ ନିଷ୍ପତ୍ତି ନିଆଯାଇଛି। ଭକ୍ତମାନେ କିଭଳି ଭାବେ ଦର୍ଶନ କରିବେ […]
Read More Text.