ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍
ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍ ଜାରି ରଖିଛନ୍ତି । ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀରେ ହୋଇଥିବା କେଳେଙ୍କାରୀ ମାମଲାରେ ରେଡ୍ କରାଯାଉଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ସିବିଆଇ ରେଡ୍କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । କହିଛନ୍ତି, […]
Read More Text.