କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ – ଜୟନାରାୟଣ
ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ଜୟନାରାୟଣ କହିଛନ୍ତି, କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ। ସେ ଆହୁରି କହିଛନ୍ତି କାଳେ ସବୁ ଭାଜପା ପଳେଇବେ ବୋଲି ନବୀନ ଭୟଭୀତ ହୋଇଗଲେଣି। ଯେଉଁଦିନ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ଚାହିଁବେ ସେଦିନ ବିଜେଡି ଖଣ୍ଡ ଖଣ୍ଡ ହୋଇଯିବ। ଏତେବର୍ଷ ଧରି ସେ କିଛି ବୁଝୁ ନଥିଲେ, ରାଜୁତି କରୁଥିଲେ । ତା’ର […]
Read More Text.