ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ
କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ ସୁନ୍ଦର ଖଣ୍ଡେଲୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ସମାବେଶ ଜିଲାରେ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ଦିଗରେ ବିଶେଷ ସହାୟକ ହେବ ବୋଲି କହିଛନ୍ତି। […]
Read More Text.