ଜନ ଦାବି ନେଇ ସିପିଆଇ ର ଶୁକୃଳି ବ୍ଲକ୍ ଘେରାଉ
ବାରିପଦା: ଭାରତୀୟ କମ୍ୟୁନିଷ୍ଟ ପାର୍ଟି, ଯାମୁନ୍ତି ଶାଖା ପକ୍ଷରୁ ମୟୁରଭଞ୍ଜ ଜିଲ୍ଲା ଶୁକୃଳି ବ୍ଲକ୍ ସମ୍ମୁଖରେ ବିକ୍ଷୋଭ ଅନୁଷ୍ଠିତ ହୋଇ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ୭ ଦଫା ସମ୍ବଳିତ ଦାବିପତ୍ର ବିଡ଼ିଓଙ୍କ ଜରିଆରେ ପ୍ରଦାନ କରାଯାଇଛି। ସାଥୀ ଶଙ୍କର ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ଜିଲ୍ଲା ସମ୍ପାଦକ ସାଥୀ ଜଗବନ୍ଧୁ ମିଶ୍ର ଯୋଗ ଯୋଗ ଦେଇ କହିଥିଲେ, ନିର୍ବାଚନ ପୂର୍ବରୁ ବିଜେପି ଦେଇଥିବା ପ୍ରତିଶୃତି ପୂରଣ କରିବାରେ ବିଫଳ ହୋଇଛି। ମନରେଗା ଯୋଜନାରେ ଶ୍ରମିକ କାମ […]
Read More Text.