ରାଇରଙ୍ଗପୁର ନୂତନ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ପରିବର୍ଦ୍ଧିତ ବୈଠକ
ବାରିପଦା : ସ୍ଥାନୀୟ ପିସିଏମ୍ କଲ୍ୟାଣ ମଣ୍ଡପ ପରିସରରେ ଆଜି ରାଇରଙ୍ଗପୁର ନୂତନ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସଭାପତି ଅକ୍ଷୟ ମହାନ୍ତିଙ୍କ ସଭାପତିତ୍ବରେ ଏଵଂ ପରିକ୍ରମାର ଅଧ୍ୟକ୍ଷ ମନୋଜ ଦାସଙ୍କ ମଂଚ ପରିଚାଳନାରେ ଏକ ପରିଵର୍ଦ୍ଧିତ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଉପଦେଷ୍ଟା ପ୍ରାକ୍ତନ ବରିଷ୍ଠ ନାଗରିକ ସଭାପତି ରସାନନ୍ଦ ଲେଙ୍କା,ଉପଦେଷ୍ଟା ମନୋରଞ୍ଜନ ମହାନ୍ତି, ପ୍ରାକ୍ତନ ଵିଧାୟକ ଲକ୍ଷ୍ମଣ ମାଝୀ, ପ୍ରାକ୍ତନ ବିଧାୟକ ପ୍ରହଲ୍ଲାଦ ପୂର୍ତି,ପ୍ରାକ୍ତନ ବିଧାୟକ ସାହିବା ସୁଶିଲ ହାଁସଦା, ବିଶିଷ୍ଟ ସାମାଜିକ କର୍ମୀ ଇଶାନ […]
Read More Text.