ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ‘କ୍ୱାଣ୍ଟମ୍ କମ୍ପ୍ୟୁଟିଙ୍ଗ୍ ଆଣ୍ଡ୍ କ୍ରିପ୍ଟୋଗ୍ରାଫି’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ପ୍ରୟୋଗ ବିଭାଗରେ ‘କ୍ୱାଣ୍ଟମ୍ କମ୍ପ୍ୟୁଟିଙ୍ଗ୍ ଆଣ୍ଡ୍ କ୍ରିପ୍ଟୋଗ୍ରାଫି’ ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ତିନି ଦିନ ଧରି ହେବାକୁ ଥିବା ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍-ଉଷା) ପ୍ରଯୋଜିତ ଏହି କାର୍ଯ୍ୟକ୍ରମକୁ କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରିଥିଲେ । ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର କମଳ ଲୋଚନ ବାରିକ ଅଧ୍ୟକ୍ଷତା କରିଥିଲେ […]
Read More Text.