ବାରିପଦାରେ ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ସୁସ୍ଥ ଓ ଚାପମୁକ୍ତ ଜୀବନ ପାଇଁ ନିୟମିତ ଯୋଗାଭ୍ୟାସ କରିବାକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଆହ୍ୱାନ ବାରିପଦା : ବାରିପଦା ଷ୍ଟାଡିୟମଠାରେ ଆଜି ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗାଭ୍ୟାସରେ ସାମିଲ ହେବା ସହିତ ସୁସ୍ଥ, ନିରୋଗ ଓ ଚାପମୁକ୍ତ ଜୀବନ ପାଇଁ ବୟସ୍କ, ଯୁବ ଓ ଛାତ୍ରଛାତ୍ରୀଙ୍କୁ ନିୟମିତ […]
Read More Text.