ମ୍ୟାଲେରିଆ ନିରାକରଣ ପାଇଁ ଆନ୍ତଃ ସମନ୍ୱୟ କମିଟି ବୈଠକ
ବାରିପଦା : ଜିଲ୍ଲାସ୍ତରୀୟ ମ୍ୟାଲେରିଆ ନିରାକରଣ ପାଇଁ ଆନ୍ତଃ ସମନ୍ୱୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସହରାଞ୍ଚଳରେ ନାଳ ସଫା, କୀଟନାଶକ ସିଞ୍ଚନ ସମେତ ସମସ୍ତ ଅଞ୍ଚଳର ଜନସାଧାରଣମାନଙ୍କ ମଧ୍ୟରେ ମଶାରୀ ବ୍ୟବହାର କରିବା ପାଇଁ ସଚେତନତା ଅଭିଯାନ କରିବାକୁ ନିଜ ଅଭିଭାଷଣରେ ଗୁରୁତ୍ୱାରୋପ କରିଥିଲେ । ସେହିପରି ଜିଲ୍ଲାପାଳ ଶ୍ରୀ ସୟ୍ […]
Read More Text.