ବିପୁଳ ପରିମାଣର ଦେଶୀ ମଦ ସହିତ ବାଇକ ଜବତ, ୭ ଗିରଫ

ବାରିପଦା: ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ, ସୁନାପୋଷି ଓ ରାଇରଙ୍ଗପୁର ସହରାଞ୍ଚଳ ଥାନା ଅନ୍ତର୍ଗତ ଦାଣ୍ଡବୋଷ, ଅସନବଣି ଓ ମହୁଲଡିହ ଏବଂ ବାଦାମପାହାଡ଼ ଥାନା […]

Read More Text.

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ, ରାଇରଙ୍ଗପୁର କ୍ଲୁବ ବିଜୟ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚରେ ରାଇରଙ୍ଗପୁର କ୍ଲବ ବି ସି ଏ କୁ ୫ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବି ସି ଏ କ୍ଲବ ୨୩. ୩ ଓଭରରେ ସମସ୍ତ ଉଇକେଟ ହରାଇ ୧୫୧ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ […]

Read More Text.

FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର)  ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଭୟ ପୁରୁଷ ଏବଂ ମହିଳା […]

Read More Text.

ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍‌; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍‌

ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍‌ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍‌ । ହୋଟେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍‌ । ୧୨ରେ ଅହମ୍ମଦାବାଦରେ ସିରିଜ୍‌ର ଶେଷ ମ୍ୟାଚ୍‌ ଖେଳିବେ । ଅନ୍ୟପଟେ ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆ ମ୍ୟାଚରେ ଫ୍ଲଡ ଲାଇଟ ୩୦ ମିନିଟ ଅଚଳ ହୋଇ ପଡିଥିବା ବେଳେ ଏଥିପାଇଁ ଭାରତୀୟ […]

Read More Text.

ବାରବାଟୀରେ ମ୍ୟାଚ୍‌ ସହ ସିରିଜ୍‌ ଜିତିଲା ଭାରତ

କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି ।  ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ  ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍‌ରେ ଘରୋଇ ଦଳ ୪ ୱିକେଟ୍‌ରେ ବିଜୟୀ ହୋଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ ଅକ୍ତିଆର […]

Read More Text.

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଭୟ ପୁରୁଷ ଏବଂ ମହିଳା ଏଫଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ୍ ଭୁବନେଶ୍ବରରେ ଖେଳାଯିବ । ଫେବୃଆରୀ ୧୫ରେ ଘରୋଇ ଦଳ ଭାରତ […]

Read More Text.

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ମୟୁରଭଞ୍ଜ ଗ୍ରୀନ ବିଜୟ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୫ମ ଦିନର ଖେଳରେ ମୟୁରଭଞ୍ଜ ଗ୍ରୀନ ମୟୁରଭଞ୍ଜ (ଏ) କୁ ୯ ଉଇକେଟରେ ପରାସ୍ତ କରିଅଛି I ପ୍ରଥମେ ବ୍ୟାଟିଂ କରି ମୟୁରଭଞ୍ଜ (ଏ ) ୨୫. ୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୯୪ ରନ ସଂଗ୍ରହ କରିଥିଲେ I ଦଳ […]

Read More Text.

ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି

ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଭୁବନେଶ୍ୱରର ମେ’ ଫେୟାର ହୋଟେଲରେ ପହଞ୍ଚିଛନ୍ତି। ହୋଟେଲରେ ପହଞ୍ଚିଲା ପରେ ଖେଳାଳିମାନଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଓଡ଼ିଶାର ପାରଂପରିକ ବାଦ୍ୟ ଓ ନୃତ୍ୟର ତାଳେତାଳେ ସ୍ବାଗତ ଓ ଶୁଭେଚ୍ଛା […]

Read More Text.

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳରେ ବି ସି ଏ ମୟୁରଭଞ୍ଜ ଗ୍ରୀନକୁ ୪୩ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବି ସି ଏ ୩୫ ଓଭରରେ ୮ ଉଇକେଟ ହରାଇ ୧୮୯ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ […]

Read More Text.

ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ ସେତିକି ବେଳକୁ ନୁହେଁ ବାରବାଟୀରେ ଚାହିଦା ଥିବା ଏକ ନମ୍ବର,୩ ନମ୍ବର ଓ ପାଞ୍ଚ ନମ୍ବର ଗ୍ୟାଲେରୀ ଟିକେଟ ମିଳୁନଥିବାରୁ ଅସନ୍ତୋଷ ଜାହିର କରିଛନ୍ତି କ୍ରିକେଟ ଲଭର୍ ମାନେ। ଅନ୍ୟପଟେ ଆସନ୍ତା ୫ ତାରିଖ […]

Read More Text.