୨ୟ ବାର୍ଷିକ ତ୍ରିରଙ୍ଗା କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, କମାଣ୍ଡୋ ଏକାଦଶ ଚମ୍ପିୟାନ
ବାରିପଦା: ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ରପୁର ପଡିଆରେ ତ୍ରିରଙ୍ଗା କ୍ଲବ ଆନୁକୂଲ୍ୟରେ ଆୟୋଜିତ ୨ୟ ବାର୍ଷିକ ତ୍ରିରଙ୍ଗା କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି I ଏହି ଟୁର୍ଣ୍ଣାମେଣ୍ଟରେ ୮ ଟି ଦଳ ଅଂଶଗ୍ରହଣ କରିଥିବାବେଳେ ଫାଇନାଲ ମ୍ୟାଚରେ କମାଣ୍ଡୋ ଏକାଦଶ ରାଇଜିଂ ଷ୍ଟାର୍ସକୁ ୬ ଉଇକେଟରେ ପରାସ୍ତ କରି ଚମ୍ପିୟାନ ହୋଇଛି I ପ୍ରଥମେ ବ୍ୟାଟିଂ କରି ରାଇଜିଂ ଷ୍ଟାର୍ସ ୮ ଓଭରରେ ୪ ଉଇକେଟ ହରାଇ ୧୨୩ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ଦିପ୍ତୀପ୍ରକାଶ […]
Read More Text.