Img 20250518 wa0199

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, କିସାନ ବ୍ରଦର୍ସ ଓ ଝାଞ୍ଜଡ଼ାପାଳ ଚମ୍ପିୟାନ

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୪୦ ବର୍ଷରୁ କମ ଫାଇନାଲ ମ୍ୟାଚରେ କିସାନ ବ୍ରଦର୍ସ ଫୁଟବଲ କ୍ଲବ ଫ୍ରେଣ୍ଡସ ଉଇନାଇଟେଡ଼ ଫୁଟବଲ କ୍ଲବ, ଗୋପୀବଲ୍ଲଭପୁର କୁ ୧ – ୦ ଗୋଲରେ ପରାସ୍ତ କରି ଚାମ୍ପିୟାନ ହୋଇଛି I ସୋନୁ ହେମ୍ବ୍ରମ ଏକ ମାତ୍ର ଗୋଲ କରିଥିଲେ I ୪୦ ବର୍ଷରୁ ଉର୍ଦ୍ଧ ଦ୍ଵିତୀୟ ଫାଇନାଲ ମ୍ୟାଚରେ ଝାଞ୍ଜଡ଼ାପାଳ ଫୁଟବଲ କ୍ଲବ ଭେଟେରାନ ଫୁଟବଲ କ୍ଲବକୁ […]

Read More Text.
Img 20250517 wa0213

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ 

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି I ଅତିଥି ଭାବେ ଯୋଗ ଦେଇ ପୂର୍ବତନ ରାଜ୍ୟ ସ୍ତରୀୟ କ୍ରିକେଟ ଖେଳାଳି ଲଲାଟେନ୍ଦୁ ବେହେରା, ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ଆଜୀବନ ସଦସ୍ୟା ପ୍ରୀତିନନ୍ଦା କାନୁନଗୋ, ଉପ ସଭାପତି ବିବେକାନନ୍ଦ ପଟ୍ଟନାୟକ, ପୂର୍ବତନ ଜିଲ୍ଲା କ୍ରୀଡା ଅଧିକାରୀ ପ୍ରଦୀପ କୁମାର ବେହେରା ଓ ସାଧାରଣ ସମ୍ପାଦକ ବିଜୟ […]

Read More Text.
Img 20250512 wa0176

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ 

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି I ଉଦଘାଟନୀ ମ୍ୟାଚରେ ଜୁନିୟର ଫୁଟବଲ କ୍ଲବ ରୁପ୍ସା ଫୁଟବଲ କ୍ଲବକୁ ଟାଇ ବ୍ରେକର ଜରିଆରେ ୬ – ୫ ଗୋଲରେ ପରାସ୍ତ କରିଥିଲା I ଖେଳର ନିର୍ଦ୍ଧିଷ୍ଟ ସମୟ ଭିତରେ ଉଭୟ ଦଳ ୨ ଟି ଲେଖାଏଁ ଗୋଲ କରିଥିଲେ I ଜୁନିୟର କ୍ଲବର ପଣ୍ଡା ଓ ସିଦୁ ଗୋଟିଏ ଲେଖାଏଁ ଏବଂ ରୁପ୍ସାର ହରିଶ […]

Read More Text.

ଆଇପିଏଲ ଏକ ସପ୍ତାହ ଲାଗି ସ୍ଥଗିତ

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଦେଶରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ କୁ ୧ ସପ୍ତାହ ଲାଗି ସ୍ଥଗିତ ରଖିଛି ବିସିସିଆଇ | ବିସିସିଆଇ ପକ୍ଷରୁ କୁହାଯାଇଛି ବର୍ତ୍ତମାନ ପରିସ୍ଥିତିରେ ଆମେ ସରକାର ଓ ସେନାଙ୍କ ସହିତ ରହିଛୁ | ସୂଚନାଯୋଗ୍ୟ ଗୁରୁବାର ରାତିରେ, ମେ ୮ ରାତିରେ, ଆଇପିଏଲ ୨୦୨୫ର ପଞ୍ଜାବ କିଙ୍ଗସ୍ ବନାମ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚ୍ ବାତିଲ କରିବାକୁ […]

Read More Text.
Werew

ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ ରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ଭାଗନେବେ ୨ ଖେଳାଳୀ

ବାରିପଦା: ବିହାର ଠାରେ ଚଳିତ ମାସ ୪ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ -୨୦୨୫ ମହିଳା ବିଭାଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୨ ଜଣ ବାଳିକା ଓଡ଼ିଶା ଦଳରେ ସ୍ଥାନ ପାଇଛନ୍ତି,  ସେମାନେ ହେଲେ; ସୁମିତ୍ରା ମୁର୍ମୁ ଓ ନମିତା ହେମ୍ବ୍ରମ  I ତାଙ୍କର ଏହି ସଫଳତାର ଖବର ପାଇ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ଭଞ୍ଜସେନା ପ୍ରତିଷ୍ଠାତା କଳିଙ୍ଗ କେଶରୀ […]

Read More Text.
Sre

ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି। କେରଳ କ୍ରିକେଟ ଆସୋସିଏସନ ପକ୍ଷରୁ ପ୍ରକାଶ, ବିଜୟ ହଜାରେ ଟ୍ରଫି ୨୦୨୪-୨୫ ସିଜିନ୍ ଆରମ୍ଭ ହେବା ପୂର୍ବରୁ ସଞ୍ଜୁ ସାମସନ୍ ଦଳର ଅଭ୍ୟାସ ଶିବିରରେ ଯୋଗଦେବା ପାଇଁ ମନା କରିଥିଲେ । ଏହାପରେ କେରଳ କ୍ରିକେଟ୍ […]

Read More Text.
Img 20250502 wa0104

ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃକ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ( ବି ସି ଏ ଚାମ୍ପିୟନ)

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ( ୧୬ ଓ ୧୯ ବର୍ଷରୁ କମ ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ବି ସି ଏ କ୍ଲବ କରଞ୍ଜିଆ କ୍ଲବକୁ ୧୨ ରନରେ ପରାସ୍ତ କରି ଚାମ୍ପିୟନ ହୋଇଛି I ପ୍ରଥମେ ବ୍ୟାଟିଂ କରି ବି ସି ଏ କ୍ଲବ ୩୦ ଓଭରରେ ୭ଟି ଉଇକେଟ ହରାଇ ମାତ୍ର ୧୫୯ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ରୋହନ କୁମାର […]

Read More Text.
Wer

ଏସିଆ ରଗବୀ ସେଭେନସ୍ ସିରିଜ୍ -୨୦୨୫ ର ଭାରତୀୟ ଦଳ କ୍ୟାମ୍ପରେ ମୟୁରଭଞ୍ଜର ୨ ଖେଳାଳି

ବାରିପଦା : ଏସିଆ ରଗବୀ ସେଭେନସ୍ ସିରିଜ୍ -୨୦୨୫ ର ଭାରତୀୟ ଦଳ ପ୍ରି-କ୍ୟାମ୍ପରେ ମୟୁରଭଞ୍ଜର ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ୨ ଖେଳାଳି ସ୍ଥାନ ପାଇଛନ୍ତି। ପ୍ରି- କ୍ୟାମ୍ପ ରେ ସର୍ବ ଭାରତୀୟ ସ୍ତରରେ ୧୬ ଜଣ ଖେଳାଳୀ ମନୋନୀତ ହୋଇଥିବ ବେଳେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ସୁନିତା ହାଁସଦା ଓ ସନ୍ଧ୍ୟାରାଣୀ ଟୁଡୁ ସ୍ଥାନ ପାଇଛନ୍ତି। ବାରିପଦା ବ୍ଲକ୍ ସ୍ଥିତ ରଙ୍ଗାମାଟିଆ ଗ୍ରାମର ପିତା ସାଗରାମ ହାଁସଦା ଓ ମାତା କାପୁରା ହାଁସଦାଙ୍କ ବଡ଼ […]

Read More Text.

ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃକ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ଦିନ 

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ( ୧୬ ଓ ୧୯ ବର୍ଷରୁ କମ ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ଦିନର ମ୍ୟାଚରେ ରାଇରଙ୍ଗପୁର କ୍ଲବ ମୟୁରଭଞ୍ଜ ରେଡକୁ ୮ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ମୟୁରଭଞ୍ଜ ରେଡ ୧୮. ୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୫୮ ରନ ସଂଗ୍ରହ କରିପାରଥିଲେ I ଦଳ ପକ୍ଷରୁ ଅଵାସ ସୁଲତାନିଆ ୨୬ ରନ କରିଥିବା ବେଳେ ବିପକ୍ଷ […]

Read More Text.

ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ (୧୬ ଓ ୧୯ ବର୍ଷରୁ କମ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ମ୍ୟାଚରେ ବି ସି ଏ କ୍ଲବ ମୟୁରଭଞ୍ଜ ରେଡକୁ ୩୦ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବି ସି ଏ ୨୧ ଓଭରରେ ସମସ୍ତ ଉଇକେଟ ହରାଇ ୧୩୦ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ଚନ୍ଦନ ସିଂ ୨୮ ରନ କରିଥିବା ବେଳେ […]

Read More Text.