ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ (୧୬ ଓ ୧୯ ବର୍ଷରୁ କମ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ମ୍ୟାଚରେ ଡି ଆର କେ କ୍ଲବ ମୟୁରଭଞ୍ଜ ୟୋଲ କ୍ଲବକୁ ୮୧ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଡି ଆର କେ କ୍ଲବ ୨୯. ୪ ଓଭରରେ ସମସ୍ତ ଉଇକେଟ ହରାଇ ୧୪୦ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ଗଣେଶ୍ୱର ସିଂ ୬୧ ରନ […]

Read More Text.

ଜାତୀୟ ରଗବୀ ପ୍ରତିଯୋଗିତାରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ଭାଗନେବେ ୩ ଖେଳାଳୀ

ବାରିପଦା: ଆସାମର ଗୌହାଟୀ ଠାରେ ଚଳିତ ମାସ ୨୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ରଗବୀ ପ୍ରତିଯୋଗିତା-୨୦୨୫ ମହିଳା ବିଭାଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୩ ଜଣ ମହିଳା ଓଡ଼ିଶା ଦଳରେ ସ୍ଥାନ ପାଇଛନ୍ତି,  ସେମାନେ ହେଲେ; ସନ୍ଧ୍ୟାରାଣୀ ଟୁଡୁ, ସୁନୀତା ହାଁସଦା ଓ ଲିଲମୁନି ହାଁସଦା I ତାଙ୍କର ଏହି ସଫଳତାର ଖବର ପାଇ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ଏକାଡେମୀର ନିର୍ଦ୍ଦେଶକ […]

Read More Text.

ମୁଖ୍ୟମନ୍ତ୍ରୀ କପ ଫୁଟବଲ ଚାମ୍ପିୟନସିପ ଉଦଯାପିତ, ଡ୍ରାଗନ ଯୁବକ ସଙ୍ଘ ଚାମ୍ପିୟନ 

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ – ” ମୁଖ୍ୟମନ୍ତ୍ରୀ କପ ” ର ଫାଇନାଲ ମ୍ୟାଚରେ ଫିଉଚର ଷ୍ଟାର ସ୍ପୋର୍ଟସକୁ ଡ୍ରାଗନ ଯୁବକ ସଙ୍ଘ ୨-୧ ଗୋଲରେ ପରାସ୍ତ କରି ଚାମ୍ପିୟନ ହୋଇଛି I ଡ୍ରାଗନ […]

Read More Text.

ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ୧୦ମ ଦିନ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ – ” ମୁଖ୍ୟମନ୍ତ୍ରୀ କପ ” ର ୧୦ମ ଦିନର ୧ମ ମ୍ୟାଚରେ ଶାନ୍ତିନିକେତନ ସ୍ପୋର୍ଟସ କ୍ଲବ ନବଜ୍ୟୋତି ଯୁବକ ସଙ୍ଘକୁ ୬-୦ ଗୋଲରେ ପରାସ୍ତ କରିଥିଲା I […]

Read More Text.

ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ୭ମ ଦିନ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ – ” ମୁଖ୍ୟମନ୍ତ୍ରୀ କପ ” ର ୭ମ ଦିନର ୧ମ ମ୍ୟାଚରେ ଶାନ୍ତିନିକେତନ ଯୁବକ ସଙ୍ଘ ଖେରୱାଲ ଜୁମିଦକୁ ୫-୦ ଗୋଲରେ ପରାସ୍ତ କରିଥିଲା I ରାମଚନ୍ଦ୍ର ଟୁଡୁ […]

Read More Text.

ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ – ” ମୁଖ୍ୟମନ୍ତ୍ରୀ କପ ” ର ୬ଷ୍ଠ ଦିନର ୧ମ ମ୍ୟାଚରେ ରଘୁନାଥ ଏମ ଜି ସି ନବଜ୍ୟୋତି ଯୁବକ ସଙ୍ଘକୁ ୪-୧ ଗୋଲରେ ପରାସ୍ତ କରିଥିଲା I […]

Read More Text.

୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ: ୬ ଦଳ ଖେଳିବେ

ନୂଆଦିଲ୍ଲୀ: ତିନି ବର୍ଷ ପରେ ହେବାକୁଥିବା ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଫେରିବାକୁ ଯାଉଛି। ଏବେ କିଛି ନୂତନ ନିୟମ ମଧ୍ୟ ଆସିଛି। କେବଳ ୬ଟି ଦଳ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ। ୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ବହୁତ ସ୍ୱତନ୍ତ୍ର ହେବାକୁ ଯାଉଛି କାରଣ ୧୨୮ ବର୍ଷ ପରେ ଏଥିରେ କ୍ରିକେଟ୍ ପୁନରାଗମନ କରିବାକୁ ଯାଉଛି। କ୍ରିକେଟ ଖେଳ ଶେଷ ଥର ପାଇଁ ୧୯୦୦ ମସିହାରେ ଅଲିମ୍ପିକ୍ସରେ ସାମିଲ ହୋଇଥିଲା। ୨୦୨୮ ଅଲିମ୍ପିକ୍ସର ଆୟୋଜକମାନେ ନିଶ୍ଚିତ […]

Read More Text.

ରାତ୍ର କାଳୀନ ମଙ୍ଗୁଲି କପ କ୍ରିକେଟ ଟୁର୍ନାମେଣ୍ଟ, ଦେବତାଗଢିଆ ଚମ୍ପିୟାନ

ଆଗରପଡ଼ା :ବନ୍ତ ବ୍ଲକ ଛୟାଳସିଂ ପଂଚାୟତ ମଙ୍ଗୁଲି ଠାରେ ଅଷ୍ଟମ ତମ ରାତ୍ର କାଳୀନ ମଙ୍ଗୁଲି କପ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମ୍ୟାଚରେ ମଙ୍ଗୁଲିକୁ ହରାଇ ଦେବତାଗଢିଆ ଚମ୍ପିୟାନ ହୋଇଛି । ମୁଖ୍ୟ ଅତିଥିଭାବେ ମଙ୍ଗୁଲି ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମାକାନ୍ତ ରାଉତ,ଶିକ୍ଷୟତ୍ରୀ ବିଦ୍ୟୁତପ୍ରଭା ମଲ୍ଲିକ ଯୋଗଦେଇ ଏହି କ୍ରିକେଟ ଟୁର୍ନାମେଣ୍ଟକୁ ଉଦଘାଟନ କରିଥିଲେ । ଏଥିରେ ୮ଗୋଟି ଟିମ ଯୋଗଦେଇଥିଲେ । ଫାଇନାଲ ମ୍ୟାଚ ମଙ୍ଗୁଲି ଓ ଦେବତାଗଢିଆ ମଧ୍ୟରେ ଅନୁଷ୍ଠିତ […]

Read More Text.

ରାଜ୍ୟ ସ୍ତରୀୟ ମହିଳା କ୍ରିକେଟ ଟୁର୍ଣ୍ଣାମେଣ୍ଟ, ଜିଲ୍ଲା ଦଳ ପାଇଁ ଚୟନ ଶିବିର ୧୩ ଓ ୧୪ ତାରିଖରେ 

ବାରିପଦା : ରାଜ୍ୟ ସ୍ତରୀୟ ମହିଳା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅବସରରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲା ଦଳ ପାଇଁ ଚୟନ ଶିବିର ଚଳିତ ମାସ ୧୩ ଓ ୧୪ ତାରିଖ ଦିନ ଅନୁଷ୍ଠିତ ହେବ ବୋଲି ସାଧାରଣ ସମ୍ପାଦକ ବିଜୟ କୁମାର ଦାସ ଜଣାଇଛନ୍ତି I ଇଛୁକ ଖେଳାଳି ବାରିପଦା ଷ୍ଟାଡିୟମ ଅଫିସରେ ୧୧ ଓ ୧୨ ତାରିଖ ମଧ୍ୟରେ ନିଜ ନିଜର ଆଧାର କାର୍ଡ ଓ ପାସପୋର୍ଟ ଫୋଟୋ ଦାଖଲ କରି ନିଜର […]

Read More Text.

ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କପ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଶାନ୍ତିନିକେତନ ଫୁଟବଲ କ୍ଲୁବ ଓ ଡ୍ରାଗନ ଯୁବକ ସଂଘ ବିଜୟୀ 

ବାରିପଦା  : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ – ” ମୁଖ୍ୟମନ୍ତ୍ରୀ କପ ” ର ୩ୟ ଦିନର ୧ମ ମ୍ୟାଚରେ ଶାନ୍ତିନିକେତନ ଫୁଟବଲ କ୍ଲବ ରଘୁନାଥ ଏମ ଜି ସି କ୍ଲବକୁ ୧- ୦ ଗୋଲରେ […]

Read More Text.