ବାଂଲାଦେଶରେ ଗାୟକ ଜେମ୍ସଙ୍କ କନସର୍ଟରେ ଆକ୍ରମଣ, ୨୦ ଆହତ

ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର ।  ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା । ଶୁକ୍ରବାର ରାତିରେ ଏକ ସ୍କୁଲର ବାର୍ଷିକ କାର୍ଯ୍ୟକ୍ରମ ଅବସରରେ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ ଚାଲିଥିଲା । ସେତିକିବେଳେ କିଛି ଲୋକ ଷ୍ଟେଜରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । କାର୍ଯ୍ୟକ୍ରମ ବନ୍ଦ […]

Read More Text.
Trump 4

ନାଇଜେରିଆରେ ISIS କ୍ୟାମ୍ପ ଧ୍ବଂସ, ବହୁ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ: ଆମେରିକା ଆକ୍ରମଣରେ ISIS ଆତଙ୍କବାଦୀଙ୍କ ନାଇଜେରିଆ ସଂଗଠନ ଧ୍ବଂସ  । ନାଇଜେରିଆର ସୋକୋଟୋ ପ୍ରଦେଶରେ ଥିବା ISIS କ୍ୟାମ୍ପ ଧ୍ବସଂ ହୋଇ ଯାଇଛି। ସୂଚନା ଦେଇଛି ଆମେରିକା ସେନା । ବହୁ ସଂଖ୍ୟାରେ ଆତଙ୍କବାଦୀ ନିହତ  ହୋଇଛନ୍ତି । ତେବେ ଏହାର ସଂଖ୍ୟା ସ୍ପଷ୍ଟ ହୋଇ ନାହିଁ। ଉଭୟ ଆମେରିକା ଓ ନାଇଜେରିଆ ଅଧିକାରୀ ଆତଙ୍କବାଦୀଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କରିଛନ୍ତି । ଆକ୍ରମଣ ନେଇ ଗତକାଲି ସୂଚନା ଦେଇଥିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । […]

Read More Text.

ଆମେରିକାରେ ଭୀଷଣ ତୁଷରପାତ, ୧୮୦୦ରୁ ଅଧିକ ଫ୍ଲାଇଟ୍ ବାତିଲ

ନୂଆଦିଲ୍ଲୀ: ଆମେରିକାରେ ୧୮୦୦ରୁ ଅଧିକ ଫ୍ଲାଇଟ୍ କ୍ୟାନସଲ ।  ଭୀଷଣ ତୁଷରପାତ ଯୋଗୁ ବାତିଲ ହୋଇଛି ପ୍ରାୟ ୧୮୦୨ ଟି ବିମାନ ।  ଶୀତକାଳୀନ ଝଡ଼ ଡେଭିନ୍ ଯୋଗୁଁ ବିଭିନ୍ନ ବିମାନବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି ।  ଗତକାଲି ଅପରାହ୍ଣ ପ୍ରାୟ ୪ଟା ସୁଦ୍ଧା ଫ୍ଲାଇଟ୍-ଟ୍ରାକିଂ ୱେବସାଇଟରୁ ମିଳିଛି ଏହି ତଥ୍ୟ । ସେହିପରି ୨୨,୩୪୯ ଉଡ଼ାଣ ବିଳମ୍ବିତ ହୋଇଥିଲା ।  ଆମେରିକୀୟ ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଡେଭିନ୍ ସମ୍ପର୍କିତ ସତର୍କତା ଜାରି କରାଯାଇଛି ।  […]

Read More Text.

ନୂଆବର୍ଷ ପରଠାରୁ ଆହୁରି ବଢିବ ସୁନା ଦର !

ନୂଆଦିଲ୍ଲୀ: ଯଦି ଆପଣ ସୁନା କିଣିବାକୁ ଯାଉଛନ୍ତି । କିମ୍ବା ଏବେ ସୁନା କିଣୁ ନାହାଁନ୍ତି ଭାବୁଛନ୍ତି କିଛି ଦିନ ପରେ କମିଯିବ ଆଉ ପରେ କିଣିବେ ତେବେ ଏହି ଖବର ଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଆପଣଙ୍କର ଏପରି ଭାବନା ଭୁଲ ପ୍ରମାଣିତ ହେବ । କାରଣ ଆଗକୁ ସୁନାର ଦର ବଢିବ କିନ୍ତୁ କମିବନି । କାରଣ କେବଳ ରାଜ୍ୟରେ କି ଦେଶରେ ନୁହେଁ ସାରା ବିଶ୍ବରେ ହୁ ହୁ ହୋଇ ବଢିଚାଲିଛି […]

Read More Text.
Bal 750x430

ବାଂଲାଦେଶରେ ଫସିଥିବା ହିନ୍ଦୁଙ୍କ ଜୀବନ ରକ୍ଷା କରିବାକୁ ଭାରତକୁ ନିବେଦନ

ନୂଆଦିଲ୍ଲୀ: ତାରିକ ରହମାନଙ୍କ ଫେରିବା ପରେ ବଢିଲା ବାଂଲାଦେଶୀ ହିନ୍ଦୁଙ୍କ ଭୟ ।ବାଂଲାଦେଶରେ ହିନ୍ଦୁଙ୍କ ଅବସ୍ଥା ଏପରି ହୋଇଯାଇଛି ମୁହଁ ଖୋଲିଲେ ମିଳୁଛି ମୃତ୍ୟୁ ଦଣ୍ଡ ।ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସ ଏବଂ ଅମୃତ ମଣ୍ଡଳଙ୍କୁ ନିର୍ମମ ଭାବେ ହତ୍ୟା ପରେ ଅଶାନ୍ତ ହୋଇଯାଇଛି ବାଂଲାଦେଶ । ଫଳରେ ସେଠାରେ ନିଜ ଜୀବନ ମରଣ ସହ ଲଢୁଛନ୍ତି ବାଂଲାଦେଶରେ ରହୁଥିବା ହିନ୍ଦୁ । ଏହି ଭୟ ଏବେ ଆହୁରି ବଢିଛି ଯେବେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି […]

Read More Text.

ଭାରତକୁ ଡ଼ରି ସୀମାରେ ଆଣ୍ଟି –ଡ୍ରୋନ୍ ସିଷ୍ଟମ ଲଗାଇଲା ପାକିସ୍ତାନ

ନୂଆଦିଲ୍ଲୀ: ଭାରତର ଅପରେସନ ସିନ୍ଦୂରକୁ ଭୁଲି ପାରୁନି ପାକିସ୍ତାନ  । ନିଜ ଜୀବନ ବଞ୍ଚାଇବାକୁ କରିଲା ନୂଆ ପ୍ଲାନ । ଭାରତର ଘନ ଘନ ଆକ୍ରମଣକୁ ଦେଖି ଛାନିଆ । ଅପରେସନ ସିନ୍ଦୂର’ରେ ଭାରତ ନିଜର ଦମ ଦେଖାଇଥିଲା । ସଫା ହୋଇଥିଲା ଆତଙ୍କୀ ଅଡ୍ଡା । ପାକିସ୍ତାନକୁ ସାବାଡ୍‌ କରି ଦେଇଥିଲା। ସେହି ଆକ୍ରମଣର ଭୟ ପାକିସ୍ତାନର ମନରୁ ଏବେବି ଯାଏଁ ଲିଭିନି। ଭାରତକୁ ଭୟ କରି ନିଜ ସୁରକ୍ଷା କେମିତି କରିପାରିବ ସେ ବିଷୟରେ […]

Read More Text.

ଆରମ୍ଭ ହେଲା ‘ଅଟଳ କ୍ୟାଣ୍ଟିନ୍’ ଯୋଜନା, ମାତ୍ର ୫ ଟଙ୍କାରେ ମିଳିବ ପେଟ ଫୁଲ୍ ଖାଦ୍ୟ

ନୂଆଦିଲ୍ଲୀ: ମାତ୍ର ୫ ଟଙ୍କାରେ ପେଟ ଫୁଲ୍ ଖାଇବା ପାଇବା କୁ ଚାହୁଁଛନ୍ତି କି? ତା ପୁଣି ବିଭିନ୍ନ ରକମର ସୁସ୍ବାଦୁ ଖାଦ୍ୟ । ତେବେ ଜାଣି ରଖନ୍ତୁ କେଉଁଠି କେଉଁଠି ଏହି ସୁବିଧା ଉପଲବ୍ଧ… ଦିଲ୍ଲୀ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମଜୟନ୍ତୀ ଅବସରରେ ‘ଅଟଳ କ୍ୟାଣ୍ଟିନ୍’ ଯୋଜନାର ଆରମ୍ଭ କରିଛନ୍ତି।ଏହି ଯୋଜନା ଅନୁଯାୟୀ ସହରରେ ୧୦୦ ସ୍ଥାନରେ ୫ ଟଙ୍କାରେ ଏକ ପ୍ଲେଟ୍ ଖାଦ୍ୟ ମିଳିବ। ପ୍ରତ୍ୟେକ କ୍ୟାଣ୍ଟିନ୍‌ରେ ପ୍ରାୟ […]

Read More Text.

ଆଜିଠୁ ବର୍ଦ୍ଧିତ ରେଳଭଡା ଲାଗୁ କଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ: ବର୍ଦ୍ଧିତ ରେଳଭଡା ଲାଗୁକଲା ଭାରତୀୟ ରେଳବାଇ। ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା ବଢିବ ନାହିଁ। ସାଧାରଣ ବର୍ଗରେ ୧ ଓ ଏସି/ନନ୍‌ ଏସିରେ ୨ ପଇସା ବୃଦ୍ଧି କଲା ରେଲୱେ। ୨୧ ତାରିଖରେ ଭଡା ବୃଦ୍ଧି ନେଇ ଘୋଷଣା କରାଯାଇଥିଲା। ରେଳବାଇ ସାଧାରଣ ଠାରୁ ଆରମ୍ଭ କରି ଏସି ପର୍ଯ୍ୟନ୍ତ ସମସ୍ତ ବର୍ଗରେ ଭଡା ବୃଦ୍ଧି କରିଛି। ଏହି ବୃଦ୍ଧି ଡିସେମ୍ବର ଆଜିଠାରୁ (୨୬ ତାରିଖ) ଲାଗୁ ହୋଇଛି। ଭାରତୀୟ ରେଳବାଇ ଅନୁସାରେ […]

Read More Text.

୨୦ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: କୁନି କୁନି ପ୍ରତିଭାବାନ ପିଲାଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର । ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ୧୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୨୦ ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ପାଳିତ ହୋଇଯାଇଛି ବୀର ବାଲ୍ ଦିବସ । ଏହି ଅବସରରେ ଅନେକ କ୍ଷେତ୍ରରେ ସଫଳତା ହାସଲ କରିଥିବା ପ୍ରତିଭାବାନ୍ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ଦିଆଯାଇଛି […]

Read More Text.

କାନାଡାରେ ଭାରତୀୟ ଛାତ୍ରଙ୍କୁ ହତ୍ୟା

କାନାଡା: କାନାଡା ଟୋରଣ୍ଟୋ ସ୍କାରବୋରୋ ବିଶ୍ୱବିଦ୍ୟାଳୟରେ ଜଣେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି । ପୀଡ଼ିତ ଜଣଙ୍କ ହେଉଛନ୍ତି ୨୦ବର୍ଷୀୟ ଡକ୍ଟରେଟ୍ ଛାତ୍ର “ଶିବାଙ୍କ ଅବସ୍ଥି” । ପୁଲିସ ଘଟଣାରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ କରୁଛି । କାନାଡିୟ ଗଣମାଧ୍ୟମ ଅନୁସାରେ ଗତ ମଙ୍ଗଳବାର ଏହି ଗୁଳିକାଣ୍ଡ ଘଟିଥିଲା ​। ବୁଧବାର ଟୋରଣ୍ଟୋ ପୁଲିସ ପୀଡିତ ଶିବାଙ୍କ ଅବସ୍ଥିଙ୍କୁ  ଚିହ୍ନଟ କରି ତଦନ୍ତ ଆରମ୍ଭ କରିଛି । କାନାଡିୟ ପୁଲିସ ସୂଚନା […]

Read More Text.