୭୯ ବର୍ଷରେ ପାଦ ଥାପିଲେ ସୋନିଆ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ : ଆଜି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ । ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାହା ସେ ତାଙ୍କ ସୋସିଆଲ ମିଡିଆ ପେଜରେ ପୋଷ୍ଟ କରିଥିବାର ଦେଖିବାକୁ ମିଳିଛି । ସୋନିଆ ଗାନ୍ଧୀଙ୍କ ଲମ୍ବା ଆୟୁଷ ଏବଂ ଭଲ ସ୍ବାସ୍ଥ୍ୟ ପାଇଁ ମୋଦି କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ମଧ୍ୟ ସୋନିଆଙ୍କୁ ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । “କଂଗ୍ରେସ ସଂସଦୀୟ […]
Read More Text.