କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବୋଲିଂ କରୁଥିବାବେଳେ ଚାଲିଗଲା ବୋଲରଙ୍କ ଜୀବନ
ଉତ୍ତର ପ୍ରଦେଶ : କ୍ରିକେଟ୍ ମ୍ୟାଚରେ ଘଟିଲା ବଡ଼ ଅଘଟଣ । ମ୍ୟାଚ୍ ବେଳେ ଚାଲିଗଲା ଖେଳାଳିଙ୍କ ଜୀବନ । ଶେଷ ବଲ୍ ବୋଲିଂ କଲେ ହଠାତ୍ ପଡ଼ିଗଲେ । ସବୁଦିନ ପାଇଁ ଦୁନିଆ ଛାଡ଼ି ଦେଲେ ବୋଲର । ଉତ୍ତର ପ୍ରଦେଶର ମୋରାଦାବାଦ ରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା । ବିଲାରିର ଚିନି କଳ ପଡ଼ିଆରେ ଖେଳା ଯାଉଥିଲା ଏକ ମ୍ୟାଚ୍ । ଯାହା ଉତ୍ତର ପ୍ରଦେଶ ଭେଟେରାନ୍ସ କ୍ରିକେଟ୍ ଆସୋସିଏସନ୍ ଦ୍ୱାରା ଆୟୋଜନ […]
Read More Text.