ଫସି ରହିଥିବା ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ, ବିଭିନ୍ନ ରୁଟରେ ୧୧୬ କୋଚ ବଢିଲା
ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ । ଇଣ୍ଡିଗୋ ବିମାନ ବାତିଲ ଯୋଗୁଁ ଫସି ରହିଥିବା ଯାତ୍ରୀଙ୍କ ସହାୟତା ପାଇଁ ବିଭିନ୍ନ ରୁଟରେ ଚଳାଚଳ କରୁଥିବା ଯାତ୍ରୀବାହୀ ରେଳଗାଡିଗୁଡିକର ୧୧୬ଟି ଅତିରିକ୍ତ କୋଚ ଲଗାଇଛି ଭାରତୀୟ ରେଳବାଇ। ଦେଶର ବିଭିନ୍ନ ଜୋନରେ ଚାଲୁଥିବା ୩୭ଟି ଟ୍ରେନରେ ଏହି କୋଚଗୁଡିକ ଲଗାଯାଇଛି । ସେହିପରି ବିମାନ ବାତିଲ ଯୋଗୁଁ ଟ୍ରେନଗୁଡିକରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ତେଣୁ ଉତ୍ତର ରେଳବାଇ ପକ୍ଷରୁ ୫ଟି ସ୍ୱତନ୍ତ୍ର ଟ୍ରେନ […]
Read More Text.