ଗାଜା ଷ୍ଟ୍ରିପରେ ବିମାନ ଆକ୍ରମଣ କଲା ଇସ୍ରାଏଲ, ୪୦ ପାଲେଷ୍ଟାଇନୀ ମୃତ
ଇସ୍ରାଏଲ: ଇସ୍ରାଏଲ ଗୁରୁବାର ଗାଜା ଷ୍ଟ୍ରିପରେ ଆଉ ଏକ ବଡ଼ ବିମାନ ଆକ୍ରମଣ କରିଛି । ନାସେର ହସ୍ପିଟାଲ ଅଧିକାରୀଙ୍କ ଅନୁଯାୟୀ, ବୁଧବାର ରାତିରୁ ଗୁରୁବାର ପର୍ଯ୍ୟନ୍ତ ଗାଜାରେ ଇସ୍ରାଏଲୀ ଆକ୍ରମଣ ଏବଂ ଗୁଳିମାଡରେ ଅତି କମରେ ୪୦ ପାଲେଷ୍ଟାଇନୀଙ୍କ ମୃତ୍ୟୁ ହୋଇଛି । ଏଥିସହ ଦକ୍ଷିଣ ଗାଜାରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଅଧିକାରୀମାନେ କହିଛନ୍ତି ଯେ ଏହି ଲୋକଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ଇସ୍ରାଏଲୀ ସାମରିକ କରିଡରରେ ହୋଇଥିଲା, […]
Read More Text.